ଉଦାସୀ ବସନ୍ତର ବିଳାପ
ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ
ବସନ୍ତର ଆଗମନ ଧରାପୃଷ୍ଠକୁ ସୁନ୍ଦର ଭାବରେ ସଜ୍ଜିତ କରୁଛି । ସତେ ଯେପରି ଏକ ଶିଶୁ ମନର ଦ୍ୱାରରେ ଠକ୍ ଠକ୍ କରୁଛି । ଯଦିଓ ଲୋକମାନେ ସେମାନଙ୍କର ବ୍ୟସ୍ତତାର ଶବ୍ଦରେ ବୁଡ଼ିଯାଇଥିବା ବେଳେ ତା'ର ଆଗମନକୁ ଶୁଣିପାରି ନଥାନ୍ତି । ଆମ ସାହିତ୍ୟରେ ବସନ୍ତର…