ଶ୍ରଦ୍ଧା ହତ୍ୟାକାଣ୍ଡ ମାମଲା: ୧୪ ଦିନିଆ ନ୍ୟାୟିକ ହେପାଜତ୍ରେ ଅଫତାବ୍
ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲା । ଶ୍ରଦ୍ଧା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଅଫତାବଙ୍କ ନ୍ୟାୟିକ ହେପାଜତକୁ ପୁଣି ବଢାଇ ଦିଆଯାଇଛି। ଦିଲ୍ଲୀର ସାକେତ କୋର୍ଟ ଅଫତାବଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ୧୪ଦିନ ପାଇଁ ବୃଦ୍ଧି କରିଛନ୍ତି ।
ପ୍ରେମିକ ଅଫତାବ ପ୍ରେମିକା…