ଆଜି ଶ୍ରାବଣ ପ୍ରଥମ ସୋମବାର : ଜଳଲାଗି ପାଇଁ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼
ଆଜି ଶ୍ରାବଣ ପ୍ରଥମ ସୋମବାର । ୨ବର୍ଷ ପରେ ଜଳଲାଗି ପାଇଁ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଛି । ବୋଲବମ ପାଇଁ ପୋଲିସ ପକ୍ଷରୁ କରାଯାଇଛି ବ୍ୟାପକ ପ୍ରସ୍ତୁତି । କେବଳ ମାସ୍କ ପିନ୍ଧିଥିବା ଭକ୍ତଙ୍କୁ ମନ୍ଦିର ଭିତରକୁ ଅନୁମତି ମିଳିଛି ।
ସେପଟେ କାଉଡ଼ିଆମାନଙ୍କୁ ଭିତରକୁ ଶୃଙ୍ଖଳିତ…