Latest Odisha News

BREAKING NEWS

Browsing Tag

SRC Pradeep Jena

ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା: ସ୍ୱତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର: ବାତ୍ୟା ୟାସ୍ ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଫୁଲୁଛି ବୈତରଣୀ ନଦୀ । ଜଳସ୍ତର ବଢ଼ିବାରେ ଲାଗିଛି । ବର୍ତ୍ତମାନ ଆଖୁଆପଦାଠାରେ ଜଳସ୍ତର ବିପଦ ସଙ୍କେତ ଟପିଛି । ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ଏହି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର…