Latest Odisha News
Browsing Tag

SRC

ବାତ୍ୟା ବିପଦ, କର୍ମଚାରୀଙ୍କ ଛୁଟି ବାତିଲ୍ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଅକ୍ଟୋବର ୨୨ରେ ବଙ୍ଗୋପସାଗରରେ ବାତ୍ୟା ନେଇ ପାଣିପାଗ ବିଭାଗ ଆକଳନ କରିଛି । ପାଣିପାଗ ବିଭାଗର ପୂର୍ବାନୁମାନ ପରେ ରାଜ୍ୟ ସରକାର ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରି ଦେଇଛନ୍ତି । ଅକ୍ଟୋବର ୨୩ରୁ ୨୫ ଯାଏ ୩ ଦିନ ପାଇଁ ସମସ୍ତ…

ହୀରାକୁଦରେ ବନ୍ଦ ହେବ ଆଉ ୪ଟି ଗେଟ

ଭୁବନେଶ୍ୱର: ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନାଙ୍କ ବଡ ସୂଚନା । ପୁଣି ବନ୍ଦ ହେବ ହୀରାକୁଦର ଆଉ ୪ଟି ଗେଟ । ଖୋଲାଥିବା ୨୪ଟି ଗେଟରୁ ଆଉ ୪ଟି ଗେଟ ବନ୍ଦ ହେବା ନେଇ ସୂଚନା ଦେଲେ ଏସଆରସି ପ୍ରଦୀପ କୁମାର ଜେନା । ହୀରାକୁଦ ଗେଟ ବନ୍ଦ ହେବା ଦ୍ୱାରା ମୁଣ୍ଡଳିରେ ମଧ୍ୟ ଜଳସ୍ତର…

ରାଜ୍ୟର ୪ଟି ସ୍ଥାନରେ ଘାଇ, ୧୦ ଜିଲ୍ଲା ବନ୍ୟାରେ ପ୍ରଭାବିତ: SRC

ଭୁବନେଶ୍ୱର: ରାଜ୍ୟର ୪ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି । ଖୋର୍ଦ୍ଧା ରାଜୁଆ ନଦୀର ପାଣ୍ଡିଆବିଲ, ସତ୍ୟବାଦୀର ମକରାରେ, ଗୋପ ବ୍ଲକ ଗଣେଶ୍ୱରପୁର ପଞ୍ଚାୟତର ଖଣ୍ଡୁଆକୁଦ ଗାଁ କୁଶଭଦ୍ରା, ରାହାମା ବ୍ଲକ ତେରମାଣପୁର ଘେରି ବନ୍ଧରେ ଘାଇ ହୋଇଥିବା ଏସଆରସି ସୂଚନା ଦେଇଛନ୍ତି । ଘାଇ ବନ୍ଦ ପାଇଁ ଜଳ…

ପଶ୍ଚିମବଙ୍ଗ ଫେରନ୍ତାଙ୍କ କ୍ୱାରେଣ୍ଟାଇନ୍ ନିୟମରେ ସାମାନ୍ୟ କୋହଳ

ଭୁବନେଶ୍ୱର: ପଶ୍ଚିମବଙ୍ଗରେ ଚିହ୍ନଟ କରୋନାର ତ୍ରିପଲ୍ ମ୍ୟୁଟାଣ୍ଟ ରାଜ୍ୟର ଚିନ୍ତା ବଢ଼ାଇଛି । ଡବଲ୍ ମ୍ୟୁଟାଣ୍ଟ ଠାରୁ ତ୍ରିପଲ୍ ମ୍ୟୁଟାଣ୍ଟ ବେଶ୍ ବିପଜ୍ଜନକ ବୋଲି କୁହାଯାଇଛି । ଏହାକୁ ନେଇ ଗତ ୨୨ ତାରିଖରେ ପଶ୍ଚିମବଙ୍ଗରୁ ଫେରୁଥିବା ସମସ୍ତଙ୍କୁ ୧୪ ଦିନ ଲାଗି କ୍ୱାରେଣ୍ଟାଇନରେ ରଖିବାକୁ…

ବିବାହ ଓ ଅନ୍ତ୍ୟେଷ୍ଟି କ୍ରିୟା ଲାଗି ରାଜ୍ୟ ସରକାରଙ୍କ ନୂଆ ନିର୍ଦ୍ଦେଶନାମା

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦେଖି ସରକାର ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଲାଗୁ ନେଇ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ୨୪ ତାରିଖରୁ ଶନିବାର ଓ ରବିବାର ସମସ୍ତ ସହରାଞ୍ଚଳରେ ସାପ୍ତାହିକ ସଟଡାଉନ୍ ଲାଗୁ ହେବ । ଏଥିସହ ଏସଆରସି ପୂର୍ବରୁ ବିବାହ ଓ…

ରାଜ୍ୟର ସବୁ ସହରାଞ୍ଚଳରେ ୨୪ରୁ ସପ୍ତାହନ୍ତ ସଟଡାଉନ୍ ଘୋଷଣା

ଭୁବନେଶ୍ୱର: ଦେଶ ଓ ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ିଥିବା ବେଳେ ରାଜ୍ୟ ସରକାର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି । ରାଜ୍ୟରେ ୯ ହଜାରରୁ ଅଧିକ କୋଭିଡ୍ ବେଡ୍ ରହିଛି । ବିଭିନ୍ନ ରାଜ୍ୟରେ କୋଭିଡର ଦ୍ୱିତୀୟ ପ୍ରବାହରେ ପାଖାପାଖି ୩୦ରୁ ୪୦ ପ୍ରତିଶତ ଶିଶୁ ସଂକ୍ରମିତ ହେଉଛନ୍ତି ।…

ଏଥର ସଂକ୍ରମଣରେ ପଡିବ ଶିକୁଳି, କରୋନା ପାଇଁ ଓଡିଶା ଆଲର୍ଟ

ଭୁବନେଶ୍ୱର: ଓଡିଶା ଛାତିରେ ପଶିଲା ଛତିଶଗଡର ଛନକା । ମହାରାଷ୍ଟ୍ର , ଛତିଶଗଡ ଓ ଅନ୍ୟ ରାଜ୍ୟର ସଂକ୍ରମଣର ସ୍ପିଡ୍‌କୁ ଦେଖି ଓଡିଶାରେ ବ୍ରେକ୍ ଲଗାଇବା ପାଇଁ ଆରମ୍ଭ ହୋଇଛି ଉଦ୍ୟମ । ରାଜ୍ୟ ସରକରା ପୁଣି ଜାରି କରିଛନ୍ତି କଟକଣା । ଏସ୍‌ଆରସି ଏକ ଚିଠିରେ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା…

ବର୍ଷା ଓ ବଜ୍ରପାତ ନେଇ ୧୭ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଚିଠି

ଭୁବନେଶ୍ୱର: ଭିଜିବ ଓଡ଼ିଶା । ୧୭ରୁ ୨୦ ତାରିଖ ଯାଏ ରାଜ୍ୟରେ ୪ ଦିନ ବର୍ଷା । ବର୍ଷା ଓ ବଜ୍ରପାତ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ପାଣିପାଗ ବିଭାଗ ସୂଚନା ଅନୁସାରେ ୧୭ଟି ଜିଲ୍ଲାର କେତେକ ସ୍ଥାନରେ ୧୭ ତାରିଖରୁ ୧୯ ତାରିଖ ଯାଏ…

ବର୍ଷା ଆଲର୍ଟ, ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର: ରାଜ୍ୟର ସବୁ ଜିଲ୍ଲାକୁ ଏସଆରସିଙ୍କ ଚିଠି। ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଚିଠିରେ ସତର୍କ କରାଯାଇଛି । ଏହାସହ ତଳିଆ ଅଞ୍ଚଳରେ ଜଳମଗ୍ନ ଓ ଭୂସ୍ଖଳନ ହେବାର ଆଶଙ୍କା ଥିବାରୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କୁହାଯାଇଛି ।…

ଗଜପତିରେ ପ୍ରବଳ ବର୍ଷା, ୫ଶହ ଲୋକଙ୍କୁ ସ୍ଥାନାନ୍ତର, ବିପଦରେ ଅଠରନଳା ପୋଲ

ଗଜପତି: ଲଘୁଚାପ ପ୍ରଭାବରେ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଜିଲ୍ଲାରେ ରାତିତମାମ ବର୍ଷା ଜାରି ରହିଛି । ଯାହାଫଳରେ କି ମୋହନ ଅଠର ନଳା ପୋଲ ଏବେ ବିପଦରେ । ପୋଲଠାରୁ ମାତ୍ର ଏକ ଫୁଟ ତଳେ ପାଣି ପ୍ରବାହିତ ହେଉଛି । ତେଣୁ ପୋଲ ପ୍ରତି ବିପଦର ଆଶଙ୍କା ରହିଛି ।…