Latest Odisha News

BREAKING NEWS

Browsing Tag

Sri Jagannath

ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ସରିଲା ୨୪ଟି ଚକ ନିର୍ମାଣ କାର୍ଯ୍ୟ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ଦ୍ରୁତ ଗତିରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ । ସୋମବାର ସନ୍ଧ୍ୟା ସୁଦ୍ଧା ସମସ୍ତ ୪୨ଟି ତୁମ୍ବ ବିନ୍ଧ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ଶେଷ ହୋଇଛି । ରଥଖଳାରେ ସମସ୍ତ କାରିଗର ସେବକମାନଙ୍କ ଦ୍ୱାରା ଆଜି ସୁଦ୍ଧା…

ରଥଯାତ୍ରା: ପ୍ରଚଣ୍ଡ ଖରା ସତ୍ତ୍ୱେ ଦ୍ରୁତଗତିରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ…

ପୁରୀ: ପ୍ରଚଣ୍ଡ ଖରାରେ ଅସହ୍ୟ ଗରମକୁ ଖାତିର୍ ନ’କରି ରଥଖଳାରେ କାରିଗରମାନେ ନିର୍ମାଣ କରି ଚାଲିଛନ୍ତି ତିନିରଥର ନିର୍ମାଣ କାର୍ଯ୍ୟ । ସରକାରଙ୍କ ଲକ୍‌ଡାଉନ କଟକଣାକୁ ପାଳନ କରିବା ସହିତ ସାମାଜିକ ଦୂରତା ରକ୍ଷା କରି ବଡ଼ଦାଣ୍ଡର ରଥଖଳାରେ ଦ୍ରୁତ ଗତିରେ ଚାଲିଛି ରଥ ନିର୍ମାଣ । ପାରମ୍ପରିକ…

ବନ୍ଧୁ ମହାନ୍ତିଙ୍କ ପାଇଁ ଶ୍ରୀଜଗନ୍ନାଥ କଲେ ଅନଶନ

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ବହୁ ବର୍ଷ ପୂର୍ବରୁ ଯାଜପୁରରେ ଭଗବାନ ଜଗନ୍ନାଥଙ୍କ ଭକ୍ତ ବନ୍ଧୁ ମହାନ୍ତି ରହୁଥିଲେ, ସେ ବହୁତ ଗରିବ ପରିବାରରୁ ଥିଲେ , ତାଙ୍କ ସହ ତାଙ୍କ ସ୍ତ୍ରୀ ଓ ଗୋଟେ ବୋଲି ପୁଅ ରହୁଥିଲେ।…

ଭାବର ଠାକୁର ମହାବାହୁ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଦିନେ ଦାସେ କହିଲେ ବିପ୍ରବର କଥାଏ ଶୁଣିବ କି ମୋର “ ଏହି ମୋ ଶ୍ରୀ ଫଳ (ନଡିଆ) ଗୋଟି ଧରି, ଗରୁଡ ପଛେ ରହିକରି। ବୋଲିବୋ ବାଲି ଗ୍ରାମ ଦାସ, ଦେଇଛି ନିଅ ପୀତବାସ। ସେ ଯେବେ…

ଯବନ କଣ୍ଠରୁ ମହାପ୍ରଭୁ ଶୁଣିଲେ ଗୀତଗୋବିନ୍ଦର ଅଷ୍ଟପଦୀ !

ଜଗତର ନାଥ ଶ୍ରୀଜଗନ୍ନାଥଙ୍କୁ ନେଇ ଭକ୍ତବୃନ୍ଦଙ୍କର ଅନେକ ଅନୁଭୂତି ରହିଛି । ଅନେକ ହୃଦୟସ୍ପର୍ଶୀ ଆଧ୍ୟାତ୍ମିକ ଅନୁଭୂତି ଜନମାନସରେ ଆଦୃତି ଲାଭ କରିଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ପୁରୀ ଶ୍ରୀକ୍ଷେତ୍ର ଧାମରେ ଲୀଳାବିତାନ କରୁଛନ୍ତି । ତାଙ୍କର ଲୀଳା ଅବର୍ଣ୍ଣନୀୟ, ଅମୃତମୟ ଓ ଅତୁଳନୀୟ ।…

ବାଇଗଣ ବାଡ଼ିରେ ଶ୍ରୀଜଗନ୍ନାଥ: ମହାପ୍ରଭୁ ଶୁଣିଲେ ଗୀତଗୋବିନ୍ଦ !

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ଶ୍ରୀଜୟଦେବଙ୍କ ଶ୍ରେଷ୍ଠ କାବ୍ୟକୃତି ଗୀତଗୋବିନ୍ଦକୁ ନେଇ ଅନେକ ସୁନ୍ଦର କିମ୍ବଦନ୍ତିମାନ ରହିଛି । ଗୀତଗୋବିନ୍ଦ ଯେ ମହାପ୍ରଭୁଙ୍କର କେତେ ପ୍ରିୟ ସେହି କଥାର ପ୍ରମାଣ ରହିଛି ଅନେକ କଥାବସ୍ତୁରେ । ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ମେଘନାଥ ପାଚେରୀ…

ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ରଥ ନିର୍ମାଣର ଚମତ୍କାରିତା…

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରାରେ ନିୟୋଜିତ ହେଉଥିବା ତିନିରଥର ପାରମ୍ପରିକ ନିର୍ମାଣ ଶୈଳୀ ପ୍ରକୃତରେ ଓଡ଼ିଆ କାରିଗରଙ୍କ ଉକ୍ରୃଷ୍ଟ ନିର୍ମାଣ ପ୍ରତିଭାର ନିର୍ଭୁଲ ସ୍ୱାକ୍ଷର । ବଡ଼ଭାଇ ବଡ଼ଠାକୁର ଶ୍ରୀବଳଭଦ୍ର ମହାପ୍ରଭୁ ତାଳଧ୍ୱଜ ରଥରେ, ସାନଭାଇ…

ଶ୍ରୀଜଗନ୍ନାଥଙ୍କ ଚନ୍ଦନଯାତ୍ରା; ଜାଣନ୍ତୁ କିପରି ପାଳିତ ହୁଏ..

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ବାଦଶ ଯାତ୍ରା ମଧ୍ୟରେ ଦୋଳ, ଚନ୍ଦନ ଓ ରଥଯାତ୍ରା ଅନ୍ୟତମ । ଦୋଳରେ ଗୋବିନ୍ଦ, ଚନ୍ଦନରେ ମଧୁସୂଦନ ଓ ରଥରେ ବାମନ ରୂପେ ପ୍ରଭୁ ଭକ୍ତଙ୍କ ଦୁଃଖ ହରଣ କରନ୍ତି । ଆସନ୍ତୁ ଆମେ ଜାଣିବା ଚନ୍ଦନ ଯାତ୍ରା ବିଷୟରେ। ଦୋଳେ ଚ ଦୋଳ ଗୋବିନ୍ଦ ଚାପେ ଚ ମଧୁସୂଦନ ରଥେତୁ…

ଶ୍ରୀମନ୍ଦିର ପରିସରରେ ରଥକାଠ; ବାହାରବେଢାରେ ପାରମ୍ପରିକ ଅନୁକୂଳ ପୂଜାନୀତି

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉତ୍ସବ ଅନୁଷ୍ଠିତ ହେବାର ସମ୍ଭାବନା କ୍ରମେ ବୃଦ୍ଧି ପାଉଛି । କରୋନା ମହାମାରୀ ସକାଶେ ଦେଶରେ ଲକ୍‌ଡ଼ାଉନ ପରିସ୍ଥିତି ସୃଷ୍ଟି ହୋଇଥିବା ଯୋଗୁଁ ରଥଯାତ୍ରା ଉତ୍ସବ ଅନୁଷ୍ଠିତ ହେବାନେଇ ଆଶଙ୍କା ସୃଷ୍ଟି ହୋଇଥିଲା । ଆଜି ହେଉଛି…

ଢେଙ୍କାନାଳରୁ ପୁରୀ ଶ୍ରୀକ୍ଷେତ୍ର; ବାଇକ୍‌ରେ ଭକ୍ତ ଆଣୁଛନ୍ତି ତୁଳସୀ !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୂଜାର୍ଚ୍ଚନାରେ ତୁଳସୀ ଏକ ଅପରିହାର୍ଯ୍ୟ ଦ୍ରବ୍ୟ । ସମସ୍ତ ପୁଷ୍ପ ଅପେକ୍ଷା ତୁଳସୀ ପ୍ରତି ଶ୍ରୀଜଗନ୍ନାଥଙ୍କର ଶ୍ରଦ୍ଧା ଅଧିକ ମାତ୍ରାରେ ରହିଥାଏ । ଦୈନିକ ଭକ୍ତମାନେ ବିଭିନ୍ନ ସ୍ଥାନରୁ ତୁଳସୀ ଆଣି ଶ୍ରୀମନ୍ଦିରରେ ଯୋଗାଇଦେଇ ଥାଆନ୍ତି । ଏବେ ଲକ୍‌ଡାଉନ୍…