Latest Odisha News

BREAKING NEWS

Browsing Tag

Sri Jagannath

ଶ୍ରୀମନ୍ଦିରରେ ଶ୍ରୀହନୁମାନ ଜୟନ୍ତୀ: ଆଜ୍ଞାମାଳ ମିଳିବାପରେ ପାଇଲେ ପୂଜା

ପୁରୀ: ଆଜି ମହାବିଷୁବ ସଂକ୍ରାନ୍ତି । ଓଡ଼ିଶାର ଘରେ ଘରେ ପଣା ସଂକ୍ରାନ୍ତି ଭାବେ ଏହି ଦିବସଟିକୁ ପାଳନ କରାଯାଇଛି । ଆଜିର ଦିନରେ ଶ୍ରୀରାମଙ୍କ ପରମ ଭକ୍ତ ଶ୍ରୀ ହନୁମାନଜୀଙ୍କ ଜୟନ୍ତୀ । ଶ୍ରୀକ୍ଷେତ୍ରସ୍ଥିତ ଶ୍ରୀମନ୍ଦିରରେ ଆଜି ହନୁମାନଜୀଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି ।…

ଭକ୍ତଙ୍କୁ ବାଧକ ହେଉନି ଲକ୍‌ଡାଉନ୍‌; ୬୦ କିଲୋମିଟର ଆସି ମହାପ୍ରଭୁଙ୍କୁ ଦେଉଛନ୍ତି ତୁଳସୀ !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୂଜାର୍ଚ୍ଚନାରେ ତୁଳସୀ ଏକ ଅପରିହାର୍ଯ୍ୟ ଦ୍ରବ୍ୟ । ସମସ୍ତ ପୁଷ୍ପ ଅପେକ୍ଷା ତୁଳସୀ ପ୍ରତି ଶ୍ରୀଜଗନ୍ନାଥଙ୍କର ଶ୍ରଦ୍ଧା ଅଧିକ ମାତ୍ରାରେ ରହିଥାଏ । ଦୈନିକ ଭକ୍ତମାନେ ବିଭିନ୍ନ ସ୍ଥାନରୁ ତୁଳସୀ ଆଣି ଶ୍ରୀମନ୍ଦିରରେ ଯୋଗାଇଦେଇ ଥାଆନ୍ତି । ଏବେ ଲକ୍‌ଡାଉନ୍…

ପୁରୀ ସାହିଯାତରେ ରାବଣ: ସମ୍ପନ୍ନ ହେଲା ଲଙ୍କାପୋଡ଼ି ନୀତି

ପୁରୀ: ପୁରୀ ସାହିଯାତ ପ୍ରସିଦ୍ଧି ଲାଭ କରିଥିବା ବେଳେ ଲକ୍‌ଡାଉନରେ ଏହି ସାହିଯାତର ମଜ୍ଜା ଦେଖିବାକୁ ମିଳିନାହିଁ । ଔପଚାରିକ ଭାବେ ଆଜି ଅନୁଷ୍ଠିତ ହୋଇଯାଇଛି ଲଙ୍କାପୋଡ଼ି ନୀତି । ଆଜି ଶ୍ରୀମନ୍ଦିରରୁ ଶ୍ରୀରାମ ଓ ଲକ୍ଷ୍ମଣଙ୍କ ଚଳନ୍ତି ପ୍ରତିମା ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିଥିଲେ…

ପୁରୀରେ ସମ୍ପନ୍ନ ହେଲା ଚଳନ୍ତି ପ୍ରତିମାଙ୍କ ସୀତାଚୋରି ନୀତି

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ଶ୍ରୀରାମ ନବମୀଠାରୁ ଆରମ୍ଭ ହୋଇଛି ସ୍ୱତନ୍ତ୍ର ନୀତିକାନ୍ତି । ପ୍ରଭୁ ଶ୍ରୀରାମଚନ୍ଦ୍ର, ଲକ୍ଷ୍ମଣ ଓ ଦେବୀ ସୀତାଙ୍କର ଚଳନ୍ତି ପ୍ରତିମା ଜଗନ୍ନାଥବଲ୍ଲଭ ମଠକୁ ବିଜେ କଲାପରେ ସେଠାରେ ଶ୍ରୀରାମଙ୍କ ଜନ୍ମ ଉତ୍ସବରୁ ଆରମ୍ଭ ହୋଇଛି ନୀତି ।…

ପୁରୀ ସହରରେ କଡ଼ାକଡ଼ି ଚାଲିଛି ଲକ୍‌ଡାଉନ୍‌

ପୁରୀ: ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଥିବା ବେଳେ ପୁରୀ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୁରୀ ଶ୍ରୀମନ୍ଦିରରେ ଗତ ମାର୍ଚ୍ଚ ୨୦ ତାରିଖରୁ ଭକ୍ତଙ୍କ ଦର୍ଶନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିବା ବେଳେ ଏବେ ଲକ୍‌ଡାଉନ୍ ଯୋଗୁଁ ପୁରୀ…