ଶ୍ରୀଲଙ୍କା ହିଂସା : ସରକାରଙ୍କ ସମର୍ଥକ ଓ ବିରୋଧୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ, ଗୁଳି ମାରିବା ପାଇଁ ନିର୍ଦ୍ଦେଶ
ଶ୍ରୀଲଙ୍କା : କିଛି ଦିନ ହେବ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ସ୍ଥିତି ସୋମବାରଠୁ ଅଧିକ ବିଗିଡିବାରେ ଲାଗିଛି । ସରକାର ସମର୍ଥକ ଓ ବିରୋଧଙ୍କ ମଧ୍ୟରେ ଆରମ୍ଭ ହୋଇଛି ବଡ ଧରଣର ସଂର୍ଘଷ । ସବୁଠି ହିଂସା ଓ ହାହାକାର । ଆନ୍ଦୋଳନ ନିଆଁରେ ଜଳୁଛି ପୂରା ଦେଶ । ରାଜନେତାମାନେ ଭୟରେ…