ଆଜିଠାରୁ ୩ଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ
ପୁରୀ: ରାତି ପାହିଲେ ନୂଆବର୍ଷ । ନୂଆବର୍ଷରେ ମନ୍ଦିର ଓ ପର୍ଯ୍ୟଟନସ୍ଥଳୀମାନଙ୍କରେ ଜମିଥାଏ ଲୋକଙ୍କ ଭିଡ଼ । ହେଲେ ଏହା ମଧ୍ୟରେ ରହିଛି କରୋନା ସଂକ୍ରମଣର ଭୟ । ରାଜ୍ୟରେ ଓମିକ୍ରନ ଧୀରେ ଧୀରେ ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି…