Latest Odisha News
Browsing Tag

Srimandir

ଶ୍ରୀମନ୍ଦିର ପାଇଁ ଆସିଲା ନୂଆ ଏସଓପି , ଦୀପାବଳି କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିର ବନ୍ଦ ରହିବ

ପୁରୀ : ଶ୍ରୀମନ୍ଦିର ପାଇଁ ଆସିଲା ନୂଆ ଏସଓପି ବା ଗାଇଡଲାଇନ । କେଉଁ କେଉଁ ଦିନ ମନ୍ଦିର ବନ୍ଦ ରହିବ ତା ଉପରେ ରହିଛି କଟକଣା। ପରିବର୍ତ୍ତିତ ଗାଇଡ ଲାଇନ ମନ୍ଦିର ପ୍ରଶାସନ ପକ୍ଷରୁ ଜାରି କରାଯାଇଛି । ଆସନ୍ତାକାଲି ଠାରୁ ଲାଗୁ ହେବ ନୂଆ ମାର୍ଗଦର୍ଶିକା । ଦଶହରା ପାଇଁ ଆସନ୍ତା କାଲି…

[ଭିଡିଓ] ସେବାୟତଙ୍କ ମାଡରେ ଯାତ୍ରୀ ସହାୟକ ଗୁରୁତର !

ପୁରୀ: ମହାବାହୁଙ୍କ ଘର ଦୁଆର ସାମ୍ନାରେ ମାଡଗୋଳ । ଯାତ୍ରୀ ସହାୟକଙ୍କୁ ମାଡ ମାରି ଲହୁଲୁହାଣ କଲେ ସେବାୟତ । ଏହି ମାମଲାରେ ସିଂହଦ୍ୱାର ପୋଲିସ ଅଭିଯୁକ୍ତ ସେବାୟତ ରାମକୃଷ୍ଣ ଖୁଣ୍ଟିଆକୁ ଅଟକ ରଖିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ଆଜି ସକାଳୁ ଉତ୍ତରଦ୍ୱାର ଦେଇ ସେବାୟତ ରାମକୃଷ୍ଣ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି

(ପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ନେଇ ସ୍ବତନ୍ତ୍ର ଉପସ୍ଥାପନା) ବିଶ୍ୱ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସକଳ ପ୍ରକାର ନୀତି, ପର୍ବ ପର୍ବାଣି, ଉତ୍ସବ ଇତ୍ୟାଦି ବର୍ଷର ବିଭିନ୍ନ ସମୟରେ ପାଳିତ ହେବା ସଙ୍ଗେ ସଙ୍ଗେ ଅନେକ ପ୍ରକାର ଭୋଗ ଦ୍ରବ୍ୟ ପ୍ରସ୍ତୁତ ହୋଇ ରତ୍ନସିଂହାସନରେ ଅଧିଷ୍ଠିତ…

ଶ୍ରୀମନ୍ଦିରରେ ଆଜିଠୁ ଦୀପାବଳୀ ନୀତି

(ଦୀପାବଳୀ ନୀତିର ପ୍ରଥମ ଦିନ )  କୃଷ୍ଣ ପକ୍ଷେ ଚତୁର୍ଦ୍ଦଶ୍ୟାଂ ତ୍ରିକାଳର୍ଚ୍ଚାବସାନତଃ । ବୃକ୍ଷ ତଣ୍ଡୁଳ କୁଯ୍ୟାତ୍ତନ୍ମଧ୍ୟେ ଘୃତୈଯୁର୍ତାନ । ଆଜି ପବିତ୍ର ଦେବ ଦୀପାବଳୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମାନବମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର…

ନଅମାସ ପରେ ଖୋଲିବ ଶ୍ରୀମନ୍ଦିର, ଚକା ନୟନ ଦର୍ଶନ କରିବେ ଭକ୍ତ

ପୁରୀ: ଅପେକ୍ଷାର ଅନ୍ତ ହେବାକୁ ଯାଉଛି । ଦୀର୍ଘ ୯ମାସ ଧରି ତିନି ଠାକୁରଙ୍କ ଦର୍ଶନ ଟିକେ ପାଇବା ପାଇଁ ଚାହିଁ ରହିଥିବା ଭକ୍ତଙ୍କ ମନଖୁସି ହେଲା ପରି ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି । ବୈଠକ ପରେ ମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କହିଛନ୍ତି ଯେ, ମନ୍ଦିର…

ଶ୍ରୀମନ୍ଦିର ନ ଖୋଲିବାକୁ ଯୁକ୍ତି ବାଢିଲେ ସରକାର

କଟକ : ପୁରୀରେ ସେବାୟତଙ୍କ ପରିବାରର ୩୩୨ ଜଣ ଓ ଶ୍ରୀମନ୍ଦିର କାର୍ଯ୍ୟାଳୟର ୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶ୍ରୀଜୀଉମାନଙ୍କ ନିୟମିତ ନୀତିକାନ୍ତି ଚାଲିଛି । ମନ୍ଦିର ଭକ୍ତମାନଙ୍କ ପାଇଁ କାହିଁକି ଖୋଲାଯିବନି ଏ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ହାଇକୋର୍ଟରେ ହୋଇଥିବା ମାମଲାର ଜବାବ…

ଘୋଷଯାତ୍ରା ନେଇ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଲା ମନ୍ଦିର ପ୍ରଶାସନ

ପୁରୀ : କରୋନା କଟକଣା ଲାଗୁ ହୋଇଥିବା ବେଳେ ଆଗକୁ ହେବାକୁ ଥିବା ରଥଯାତ୍ରା ଓ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବା ନେଇ ଦ୍ୱନ୍ଦ୍ୱ ଲାଗି ରହିଛି । ଏ ନେଇ ଆଜି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ଓ ଜିଲ୍ଲାପାଳ ବଲୱନ୍ତ ସିଂ ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା କରିଛନ୍ତି । ପ୍ରାୟ ଅଧଘଣ୍ଟା ରୁଦ୍ଧ…

ଶ୍ରୀମନ୍ଦିରରେ ବଡଚଣାର ଆଇଆଇସି ପ୍ରବେଶ ଘଟଣାରେ ପୂଜାପଣ୍ଡା ଅଟକ

ପୁରୀ: କରୋନା କଟକଣା ସତ୍ତ୍ୱେ ଶ୍ରୀମନ୍ଦିରରେ ବଡଚଣାର ଆଇଆଇସି ପ୍ରବେଶ ପ୍ରସଙ୍ଗରେ ଆଜି ସିଂହଦ୍ୱାର ପୋଲିସ ଜଣେ ପୂଜାପଣ୍ଡାଙ୍କୁ ଅଟକ ରଖିଛି । ମନ୍ଦିର ଭିତରେ ପୂଜାପଣ୍ଡା ଆଇଆଇସି ଦୀପକ ଜେନାଙ୍କୁ ସହଯୋଗ କରିଥିବା ଅଭିଯୋଗରେ ତାଙ୍କୁ ଅଟକ ରଖାଯାଇଛି । ଏଥି ସହ ଯାଜପୁର ପୋଲିସ…

ଲକ୍‌ଡାଉନ ନିୟମ ଭାଙ୍ଗି ଶ୍ରୀମନ୍ଦିରରେ ପଶିଲେ ବଡଚଣା ଆଇଆଇସି, ମାମଲା ରୁଜୁ

ପୁରୀ: ନିୟମ ଭାଙ୍ଗିଲେ ପୋଲିସ ବାବୁ । ଲକ୍‌ଡାଉନ କଟକଣା ସତ୍ତ୍ୱେ ଶ୍ରୀମନ୍ଦିରରେ ପରିବାର ସହ ଦର୍ଶନ କରିବା ମହଙ୍ଗା ପଡିଲା । ଫେରିବା ପରେ ସିଂହଦ୍ୱାର ପୋଲିସ ତାଙ୍କୁ ଅଟକ ରଖିଛି । ସୂଚନା ଅନୁଯାୟୀ, ବଡଚଣା ଆଇଆଇସି ଦୀପକ ଜେନା ପରିବାର ସହ ଶ୍ରୀମନ୍ଦିରକୁ ଦକ୍ଷିଣ ଦ୍ୱାର ପଟେ ପ୍ରବେଶ…

ପୁରୀ ସହରରେ କଡ଼ାକଡ଼ି ଚାଲିଛି ଲକ୍‌ଡାଉନ୍‌

ପୁରୀ: ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଥିବା ବେଳେ ପୁରୀ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୁରୀ ଶ୍ରୀମନ୍ଦିରରେ ଗତ ମାର୍ଚ୍ଚ ୨୦ ତାରିଖରୁ ଭକ୍ତଙ୍କ ଦର୍ଶନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିବା ବେଳେ ଏବେ ଲକ୍‌ଡାଉନ୍ ଯୋଗୁଁ ପୁରୀ…