Latest Odisha News

BREAKING NEWS

Browsing Tag

Srimandira

ଶ୍ରୀମନ୍ଦିରରେ ଆଜି ଓଢଣ ଷଷ୍ଠୀ; ଶୀତବସ୍ତ୍ର ପରିଧାନ କରିବେ ଶ୍ରୀଜୀଉ

ପୁରୀ: ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ଓଡ଼ଣଷଷ୍ଠୀ ନୀତି । ଏହି ଅବସରରେ ଶ୍ରୀଜୀଉମାନଙ୍କୁ ଘୋଡଲାଗି କରାଯିବ । ଶ୍ରୀମନ୍ଦିରରେ ପାଳିତ ହେଉଥିବା ଦ୍ଵାଦଶ ଯାତ୍ରାମାନଙ୍କ ମଧ୍ୟରୁ ଏହି ଯାତ୍ରା ଅନ୍ୟତମ। ଏହି ପରିପ୍ରେକ୍ଷୀରେ ପଞ୍ଚମୀରେ ମହାପ୍ରଭୁଙ୍କ ରାତ୍ର ଚନ୍ଦନ ଲାଗି ବଢ଼ିବା ପରେ…

ମାମୁଁଘରୁ ଆସିଛି ପ୍ରଥମାଷ୍ଟମୀ ଭାର; ପଢ଼ୁଆଁ ହେବେ ଶ୍ରୀଜୀଉ

ପୁରୀ: ଆଜି ପ୍ରଥମାଷ୍ଟମୀ। ପଢ଼ୁଆଁ ହେବେ ଶ୍ରୀଜୀଉ। ଓଡ଼ିଆଜି ଘର ପରମ୍ପରା ଅନୁଯାୟୀ ମାମୁଁଘର ନିଆଳି ମାଧବ ମନ୍ଦିରରୁ ଆସିଛି ପ୍ରଥମାଷ୍ଟମୀ ଭାର । ଶ୍ରୀଜୀଉମାନଙ୍କ ଅଙ୍ଗଲାଗି ଖଣ୍ଡୁଆ ବସ୍ତ୍ର , ଅରୁଆ ଚାଉଳ , ବିରି , ନଡିଆ , ଗୁଡ , ପାଚିଲା କଦଳୀ ଆସିଛି ମାମୁଁଘରୁ । ବଡ଼ଭାଇ ତଥା…

ଶ୍ରୀମନ୍ଦିରରେ ଦ୍ୟୂତ କ୍ରୀଡା ଉତ୍ସବ..

ପୁରୀ: ଶ୍ରୀମନ୍ଦିର ରେ କୁମାରପୂର୍ଣ୍ଣିମା ଅବସରରେ ଅନନ୍ୟ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ଭିତର ଚନ୍ଦନ ଲାଗି ଓ ବଡ଼ସିଂହାର ବେଶ ପରେ ସିଂହାସନ ତଳେ ଶକଟା, ପଶା ଓ କଉଡି ଖେଳ ହୋଇଥିଲା । ସିଂହାସନ ତଳେ ଏହା ସରିବା ପରେ ସିଂହାସନ ଉପରେ ମଧ୍ୟ ଏହି କଉଡି ଖେଳ ଅନୁଷ୍ଠିତ ହୋଇଥିଲା।…

ଶ୍ରୀମନ୍ଦିର ରୋଷଘର ସମ୍ପର୍କରେ ଜାଣନ୍ତୁ କିଛି ଜଣା-ଅଜଣା କଥା

ଭୁବନେଶ୍ୱର: କୋଟି ଓଡ଼ିଆର ମଉଡ଼ମଣି। ଭାବର ଠାକୁର ଲୀଳାମୟ ଜଗନ୍ନାଥ। ଭାଇ ଭଉଣୀଙ୍କୁ ନେଇ ପୁରୀ ଶ୍ରୀମନ୍ଦିରରେ କରୁଛି ଲୀଳା। ଭକତ ଭାବରେ ବନ୍ଧା ସେ। ପ୍ରତିଦିନ ତାର ଦର୍ଶନ ପାଇଁ ବଡ଼ଦେଉଳରେ ଜମେ ଭକ୍ତଙ୍କ ଭିଡ଼।  ମାଆ ଲକ୍ଷ୍ମୀ ସାନ୍ତାଣୀ ଏଠାରେ ନିଜ ହାତରେ ଅନ୍ନ ରାନ୍ଧିବାର…