Latest Odisha News

BREAKING NEWS

Browsing Tag

Srinagar

ଶ୍ରୀନଗରର ରବିବାର ବଜାରରେ ଗ୍ରେନେଡ ଆକ୍ରମଣ, ୧୨ ଆହତ

ଶ୍ରୀନଗର: ଜାମ୍ମୁ କାଶ୍ମୀର ଶ୍ରୀନଗରର ଟିଆରସି ନିକଟରେ ରବିବାର ଦିନ ଏକ ଜନଗହଳିପୂର୍ଣ୍ଣ ବଜାରରେ ଆତଙ୍କବାଦୀମାନେ ଗ୍ରେନେଡ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୧୨ରୁ ଅଧିକ ଜନସାଧାରଣ ଆହତ ହୋଇଥିଲା ବେଳେ ସେମାନଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଛି। ରବିବାର ବଜାର ନିକଟରେ ଏହି ଘଟଣା…

୨ ଦିନିଆ ଜାମ୍ମୁ ଓ କାଶ୍ମୀର ଗସ୍ତରେ ବିଦେଶୀ ପ୍ରତିନିଧି ଦଳ

ନୂଆଦିଲ୍ଲୀ: ବିଦେଶୀ ପ୍ରତିନିଧି ୨ ଦିନିଆ ଜାମ୍ମୁ ଓ କାଶ୍ମୀର ଗସ୍ତରେ ଆସି ଶ୍ରୀନଗରରେ ପହଞ୍ଚିଛନ୍ତି । ଭାରତ ଫେବ୍ରୁଆରୀ ୫ରେ ଜମ୍ମୁ ଓ କାଶ୍ମୀରରେ ୪ଜି ସେବା ପୁଣି ଆରମ୍ଭ ହୋଇଥିବା ଘୋଷଣା କରିଥିଲା । ଧାରା ୩୭୦ ପ୍ରତ୍ୟାହାରର ପ୍ରାୟ ୧୮ ମାସ ପରେ ଆରମ୍ଭ ହୋଇଥିଲା ୪ଜି ଇଣ୍ଟରନେଟ୍ ସେବା…

ଶ୍ରୀନଗର ବଜାରରେ ଆତଙ୍କବାଦୀ ହମ୍‌ଲା, ୨ ଯବାନ ସହିଦ

ଶ୍ରୀନଗର: ପୁଣିଥରେ ଭାରତରେ ଆତଙ୍କବାଦୀ ହମ୍‌ଲା । ବ୍ୟସ୍ତବହୁଳ ଶ୍ରୀନଗର ବଜାରରେ ଆଜି ତିନି ଆତଙ୍କବାଦୀ ଖେଳିଥିଲେ ରକ୍ତର ହୋଲି । ଆତଙ୍କବାଦୀ ହମ୍‌ଲାରେ ଦୁଇ ଜଣ ଯବାନ ସହିଦ ହୋଇଥିଲାବେଳେ କାରରେ ଚମ୍ପଟ୍ ମାରିଥିଲେ ଆତଙ୍କବାଦୀ । ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନରେ ଖୁସୀପୋରାରେ…

ପାଠକଙ୍କୁ ଖବରକାଗଜ ସହ ମାସ୍କ ଫ୍ରି

ଶ୍ରୀନଗର: କରୋନାଠାରୁ ରକ୍ଷା ପାଇବାର ଏକମାତ୍ର ଉପାୟ ହେଉଛି ସଚେତନତା । ଏଥିସହ ସାମାଜିକ ଦୂରତା ଓ ମାସ୍କ । ଏହି ଭାଇରସରୁ ବଂଚିବା ପାଇଁ ଏହା ନିହାତି ଜରୁରୀ । ତେବେ ଏହି ମହାମାରୀରୁ ଲୋକଙ୍କୁ ସଚେତନ କରିବା ଲାଗି ନିଜ ପାଠକଙ୍କୁ ତାଜା ଖବର ସହ ମାସ୍କ ଦେବାକୁ ଅଭିଯାନ ଆରମ୍ଭ କରିଛି ଏକ…

ଆଜି ସେନା ମୁଖ୍ୟ ବିପିନ ରାୱତଙ୍କ ଶ୍ରୀନଗର ଗସ୍ତ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ଶୁକ୍ରବାର ଦିନ ଶ୍ରୀନଗର ଅଭିମୁଖେ ଗସ୍ତ କରିବେ ସେନା ମୁଖ୍ୟ ଜେନେରାଲ୍ ବିପିନ ରାୱତ । ପ୍ରାପ୍ତ ସୂଚନାନୁଯାୟୀ ବର୍ତ୍ତମାନ ସମୟରେ ଜମ୍ମୁ-କାଶ୍ମୀରର ସ୍ଥିତି ଓ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିବା ଲାଗି ବିପିନ ରାୱତ…

ଆଜି ଗାଁରେ ପହଞ୍ଚିବ ଓଡିଆ ସହିଦ ଯବାନଙ୍କ ମରଶରୀର

ଭୁବନେଶ୍ୱର : ଜମ୍ମୁ-କାଶ୍ମୀରରେ ସୋମବାର ଦିନ ହୋଇଥିବା ଆଇଇଡି ବିସ୍ଫୋରଣରେ ସହିଦ ହୋଇଥିବା ଓଡିଆ ଯବାନ ଅଜିତ ସାହୁଙ୍କ ପାର୍ଥୀବ ଶରୀର ଆଜି ଓଡିଶାରେ ପହଞ୍ଚିବ । ପ୍ରାପ୍ତ ସୂଚନାନୁଯାୟୀ ଏହି ଓଡିଆ ଯବାନଙ୍କ ପାର୍ଥୀବ ଶରୀର ମଙ୍ଗଳବାର ପ୍ରାୟ ସନ୍ଧ୍ୟା ୬ଟା ବେଳେ ଭୁବନେଶ୍ୱର ସ୍ଥିତ ବିଜୁ…