ଫେସ୍ବୁକ୍ରେ ବନ୍ଧୁତା କରି ଛୁରାମାଡ ଖାଇଲେ ଅଭିନେତ୍ରୀ !
ମୁମ୍ବାଇ: ମହଙ୍ଗା ପଡିଲା ଫେସ୍ବୁକରେ ବନ୍ଧୁତା । ପ୍ରେମ ନିବେଦନକୁ ନା ଓ ବିବାହକୁ ମନା କରିବାରୁ ଟେଲି ଅଭିନେତ୍ରୀଙ୍କୁ ଛୁରାମାଡ । ଛୁରାମାଡରେ ଅଚେତ ଅଭିନେତ୍ରୀ ମୁମ୍ବାଇର କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଅଭିଯୁକ୍ତ ଫେରାର୍ ଅଛି ।
ସୋମବାର ଅଭିନେତ୍ରୀ ମାଲବୀ…