ବାୟୋଟେକ୍ ଷ୍ଟାର୍ଟଅପ ଏକ୍ସେପୋ-୨୦୨୨ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମୈଦାନ ଠାରେ ବାୟୋଟେକ୍ ଷ୍ଟାର୍ଟଅପ ଏକ୍ସେପୋ-୨୦୨୨ ଉଦଘାଟନ କରିଛନ୍ତି । ସେ ମଧ୍ୟ ବାୟୋଟେକ ଦ୍ରବ୍ୟ ଇ-ପୋର୍ଟାଲର ଆରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ, ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଡକ୍ଟର ଜିତେନ୍ଦ୍ର ସିଂହ,…