‘ମୋ କଲେଜ’ ଅଭିଯାନ ପକ୍ଷରୁ ‘ମିଟ୍ ଆୱାର ଷ୍ଟାର୍ଟଅପ୍ ହିରୋଜ୍’ କାର୍ଯ୍ୟକ୍ରମ
ଭୁବନେଶ୍ଵର: ଛାତ୍ରଛାତ୍ରୀଙ୍କୁ ଷ୍ଟାର୍ଟଅପ୍ ସହ ଯୋଡ଼ିବା ପାଇଁ ନୂଆ ପ୍ରୟାସ । ମୋ କଲେଜ ଅଭିଯାନ ପକ୍ଷରୁ ‘ମିଟ୍ ଆୱାର ଷ୍ଟାର୍ଟଅପ୍ ହିରୋଜ୍’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଏହାର ଶୁଭାରମ୍ଭ କରିଛନ୍ତି ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗ୍ଚୀ । ରାଜ୍ୟର…