Latest Odisha News

BREAKING NEWS

Browsing Tag

Startup

କେଜିଆଇ କରିବ କଳିଙ୍ଗ ଫାବ ଲାବ, ଷ୍ଟାର୍ଟଅପର ସୁଯୋଗ ପାଇ ପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଯାଜପୁର ତଥା ରାଜ୍ୟର ଅଗ୍ରଣୀ ଶିକ୍ଷନୁଷ୍ଠାନ ସମୂହ କଳିଙ୍ଗ ଗ୍ରୁପ ଅଫ୍‍ ଇନଷ୍ଟିଚ୍ୟୁସନ୍ସ (କେଜିଆଇ) ସବୁବେଳେ ଛାତ୍ରଛାତ୍ରୀମାନଙ୍କ ପାଇଁ ନୂଆ ନୂଆ ପଦକ୍ଷେପ ନେଇ ଆଜି ସାରା ରାଜ୍ୟରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ଯାଜପୁରରେ ଏକ ଅତ୍ୟାଧୁନିକ ଫେବ୍ରିକେସନ ଲାବ…

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ ପ୍ରଶଂସା

ଭୁବନେଶ୍ୱର: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ଚତୁର୍ଥ ଦିନରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା କରିଛନ୍ତି…

ସୋଆରେ ଦୁଇ ଦିନ ଧରି ଚାଲିଥିବା ଷ୍ଟାର୍ଟଅପ୍ କନ୍‌କ୍ଲେଭ୍ ଉଦ୍‌ଯାପିତ

ଭୁବନେଶ୍ୱର: କୃଷକମାନଙ୍କୁ ଜଳବାୟୁ ପରିବର୍ତ୍ତନ ସହିତ ତାଳ ଦେଇ କୃଷି କାର୍ଯ୍ୟ କରିବା ତଥା ଅତ୍ୟାଧୁନିକ କୃଷି ପ୍ରଣାଳୀରେ ଅଭ୍ୟସ୍ତ କରାଇବାର ଲକ୍ଷ୍ୟ ନେଇ ସାମାଜିକ ଉଦ୍ୟୋଗ ଲାଇଭ୍‌ଲିହୁଡ୍ ଅଲ୍ଟରନେଟିଭ୍‌ସ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ରୁରାଲ୍ ମ୍ୟାନେଜମେଂଟ ଆନନ୍ଦ (ଇର୍ମା)-ଆଇସିଡ୍…

ବଜାରକୁ ଆସିବ ସ୍ମାର୍ଟ ଫେସ୍ ମାସ୍କ; କରିହେବ ଫୋନ୍ କଲ୍‌ !

ଜାପାନ: କରୋନାଭାଇରସ୍‌କୁ ନେଇ ଅସ୍ତବ୍ୟସ୍ତ ଜନଜୀବନ । ଏପରି ସ୍ଥିତିରେ ଖୁବ ଶୀଘ୍ର ବଜାରକୁ ଆସିବ ସ୍ମାର୍ଟ ଫେସ୍ ମାସ୍କ । ଯେଉଁଥିରେ ଫୋନ୍ କଲ୍ ଭଳି ସୁବିଧା ଉପଲବ୍ଧ ହେବ । ତାଜା ସ୍ଥିତିରେ ରାଜ୍ୟ, ଦେଶ ତଥା ବିଦେଶରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି । ସାଧାରଣତଃ ଲୋକେ ମାସ୍କ…