କ୍ୟାବିନେଟ ବୈଠକରେ ୨୦ଟି ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ୱର: କରୋନା ସମୟରେ ରାଜ୍ୟ କ୍ୟାବିନେଟ ବୈଠକରେ ୨୦ଟି ପ୍ରସ୍ତାବ ଉପରେ ବାଜିଛି ମୋହର । ୨୦୦୭-୨୦୧୭ ଶିଳ୍ପନୀତିରେ ସଂଶୋଧନ ହୋଇଛି । ଆଇପିଆର୍ ଇନସେଟିଭ୍ ଆମେଣ୍ଡମେଣ୍ଟକୁ ସଂଶୋଧନ କରି ଏଥର ଶିଳ୍ପସଂସ୍ଥାକୁ ସରକାର ଦେଇ ପାରିବେ ଭାଟ୍ । ଏଥିରେ ୩୦୦ ଶିଳ୍ପସଂସ୍ଥା ଲାଭ ପାଇପାରିବେ । …