Latest Odisha News

BREAKING NEWS

Browsing Tag

State Cabinet

କୋଭିଡ୍ ଟିକା ପାଇଁ ଗ୍ଲୋବାଲ୍ ଟେଣ୍ଡର ସର୍ତ୍ତାବଳୀରେ ସଂଶୋଧନକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । କୋଭିଡ୍ ଟିକା କିଣିବା ପାଇଁ ଗ୍ଲୋବାଲ ଟେଣ୍ଡର ପ୍ରସ୍ତାବର ସର୍ତ୍ତାବଳୀକୁ ଅନୁମୋଦନ ଦିଆଯାଇଛି । ୧୯ ତାରିଖରେ ଭ୍ୟାକ୍ସିନ୍ ଉତ୍ପାଦନକାରୀ…

ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର : ରଥଯାତ୍ରା ନେଇ ସୁପ୍ରିମ କୋର୍ଟ ଦେଇଥିବା ନିର୍ଦ୍ଦେଶକୁ ପାଳିବେ ରାଜ୍ୟ ସରକାର । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ବୈଠକରେ ରାଜ୍ୟ ଆଡଭୋକେଟ୍ ଜେନେରାଲ ଯୋଗ ଦେଇ ମହାପ୍ରଭୁ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ; ଏକାଧିକ ବିଲକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଶୁକ୍ରବାର ଦିନ ଅନୁଷ୍ଠିତ ହେବାକୁ ଥିବା ଏକ ବୈଠକରେ ଏକାଧିକ ବିଲ୍ ଉପରେ କ୍ୟାବିନେଟ ମୋହର ବାଜିବାର ସମ୍ଭାବନା ରହିଛି । ଏହି ବୈଠକଟି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୨ଟା ୧୫ମି.ରେ ଆରମ୍ଭ ହେବାର…

ଭୁବନେଶ୍ୱରରେ ସ୍ଥାପିତ ହେବ ଆନ୍ତଃ ରାଜ୍ୟ ବସ୍ ଟର୍ମିନାଲ୍

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଗୁରୁବାର ଦିନ ଅନୁଷ୍ଠିତ ହୋଇଥିବା ଏକ ବୈଠକରେ ବରମୁଣ୍ଡାରେ ଆନ୍ତଃ ରାଜ୍ୟ ବସ୍ ଟର୍ମିନାଲ୍ ସ୍ଥାପନ ଲାଗି ହୋଇଥିବା ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ନୂଆ ଅତ୍ୟାଧୁନିକ ଟର୍ମିନାଲରେ ବସ୍ ଓ ଯାତ୍ରୀମାନଙ୍କ ଲାଗି ସମସ୍ତ ଆବଶ୍ୟକୀୟ ସୁବିଧା…

ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ; ଧାନ ସଂଗ୍ରହ ନୀତିକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଗୁରୁବାର ଦିନ ଅନୁଷ୍ଠିତ ହେବାକୁ ଥିବା ଏକ ବୈଠକରେ ୨୦୧୯-୨୦ ଆର୍ଥୀକ ବର୍ଷ ଲାଗି ଧାନ ସଂଗ୍ରହ ନୀତିକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି । ଏହି ବୈଠକଟି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୧ଟା ୪୫ମିରେ…