ଦୂତୀ ଚାନ୍ଦଙ୍କୁ କେତେ ଟଙ୍କା ଦିଆଯାଇଛି ହିସାବ ଦେଲେ ସରକାର
ଭୁବନେଶ୍ୱର: ଓଡ଼ିଶା ଆଥଲେଟ ଦୂତୀ ଚାନ୍ଦଙ୍କୁ କେତେ ଟଙ୍କା ଦିଆଯାଇଛି ତାହାର ହିସାବ ଦେଇଛନ୍ତି ସରକାର । ଏନେଇ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଦୂତୀଙ୍କୁ ମିଳିଥିବା ସହାୟତା ନେଇ ଆର୍ଥିକ ବିବରଣୀ ଦେଇଛନ୍ତି ।
୨୦୧୮ ଏସିଆନ ଗେମ୍ସରେ ପଦକ ଜିତିଥିବାରୁ ୩ କୋଟିର ଭତ୍ତା…