Latest Odisha News
Browsing Tag

state weightlifting competition will be held at Kalinga Stadium from December 11

ଡିସେମ୍ବର ୧୧ରୁ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ ଭାରତ୍ତୋଳନ ପ୍ରତିଯୋଗିତା

ଭୁବନେଶ୍ବର : ଆସନ୍ତା ୧୧ ତାରିଖରୁ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବ ରାଜ୍ୟ ଭାରତ୍ତୋଳନ ପ୍ରତିଯୋଗିତା । ଓଡ଼ିଶା ଭାରାତ୍ତୋଳନ ସଙ୍ଘ ଓ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ଆୟୋଜିତ ହେଉଛି । ଡିସେମ୍ବର ୧୧ ଓ ୧୨ ତାରିଖ ଦୁଇ ଦିନ…