ଦେଶରେ ସୁଧୁରୁଛି ଆର୍ଥିକ ସ୍ଥିତି: ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ଦେଶରେ ସୁଧୁରୁଛି ଆର୍ଥିକ ସ୍ଥିତି । ଆଥିକ ଅବସ୍ଥାରେ ଦ୍ରୁତଗତିରେ ସୁଧାର ଆସୁଛି । ଆତ୍ମନିର୍ଭର ଭାରତ-୩.୦ ଘୋଷଣା କରି ଏଭଳି କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ଦେଶର ଅର୍ଥନୀତିକୁ ସୁଦୃଢ କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା…