Latest Odisha News

BREAKING NEWS

Browsing Tag

Stone

ଟଙ୍କା ବଦଳରେ ପଥର ଦେଇ କିଣନ୍ତି ମୂଲ୍ୟବାନ୍‌ ଜିନିଷ, ପଥର ପଛରେ କ’ଣ ରହିଛି ରହସ୍ୟ ?

ନୂଆଦିଲ୍ଲୀ : ଜିନିଷ କିଣିବା ପାଇଁ ଦରକାର ପଡ଼େନି କୌଣସି କାଗଜର ନୋଟ୍‌ କି ମୁଦ୍ରା  । ପଥର ଦେଲେ ମିଳିଥାଏ ଜିନିଷ । ଆଜିକା ଦୁନିଆରେ କୌଣସି ଜିନିଷ କିଣିବାକୁ ହେଲେ ଆମେ ଟଙ୍କା ଦେଇ ଜିନିଷ କିଣିଥାଉ । କିନ୍ତୁ ଦୁନିଆରେ ଏପରି ଏକ ସ୍ଥାନ ଅଛି ଯେଉଁଠାରେ ପଥର ମୁଦ୍ରାର ପ୍ରଚଳନ ରହିଛି ।…

[ଦେଖନ୍ତୁ ଭିଡିଓ] କୂଅରୁ ମିଳିଲା ୨୦୦ ବର୍ଷ ତଳର ପୁରୁଣା ପଥର, ଶିବଲିଙ୍ଗ କହି ଲୋକେ କରୁଛନ୍ତି ପୂଜା

ମୁମ୍ବାଇ: ଜ୍ଞାନବ୍ୟାପୀ ମସଜିଦରୁ କଥିତ ଶିବଲିଙ୍ଗ ମିଳିବା ନେଇ ଦେଶବ୍ୟାପୀ ବିବାଦ ଥମିନି । ଆଉ ଏବେ ମହାରାଷ୍ଟ୍ରର ୱାଶିମ୍ ଜିଲ୍ଲା କରଞ୍ଜ ସହରର ଏକ କୂଅରୁ ମିଳିଥିବା ନୂଆ ପଥରକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ଏହି ସ୍ୱତନ୍ତ୍ର ପଥରକୁ ପୂଜାରୀ ଶିବଲିଙ୍ଗ କହୁଥିବା ବେଳେ ଲୋକେ…

ପଥରର ପରିଶେଷ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ପଥରର ଏ ମୂକ ଆତ୍ମାକୁ ଅନୁଭବ କରିଛ କେବେ ? ବିଶାଳ ନଦୀବନ୍ୟାରୁ ତୁମ ସମାଜକୁ ଆଉ ଭାବୀବଂଶଧରବର୍ଗକୁ ରକ୍ଷା କରିବାକୁ ଯାଇ କେଉଁ ଦୂରପର୍ବତର ପଥର ଆମେ ଆସି ପାଲଟିଛୁ ତୁମ ବିରାଟବଂଧର ବିପୁଳାୟତନ । ଆମକୁ ନେଇ ନିର୍ମିତ ନାନାଦି ନଦୀବନ୍ଧତୁମ…