ଅଣୁଗଳ୍ପ: ବାପା
ଅମ୍ବିକେଶ ରାଉତ
ଗଳ୍ପ - ଏକ
ଲିଙ୍ଗଗତ ବୈଷମ୍ୟ ବିରୁଦ୍ଧରେ ଲଢେଇ କରି ଜାତିସଂଘରୁ ପୁରସ୍କୃତ ହୋଇଥିବା ମନୋହର ବାବୁ, ପୁଅ ହେବା ଖୁସିରେ ୫ କେଜି ମିଠା ବାଣ୍ଟିବା ସହ ହସ୍ପିଟାଲ ଷ୍ଟାଫଙ୍କୁ ଭଲ ଦି ପଇସା ଖର୍ଚ୍ଚ କରିବାକୁ ଦେଇଥିଲେ । ମନେ ମନେ ସ୍ୱର୍ଗତୋକ୍ତି କଲା ଭଳି କହୁଥିଲେ,…