Latest Odisha News

BREAKING NEWS

Browsing Tag

Student Body Recovered

ବିିନ୍ଦୁ ସାଗରରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁୁବନେଶ୍ୱର: ଭୁବନେଶ୍ୱର ବିନ୍ଦୁ ସାଗରରୁ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ସାମନ୍ତାରାପୁରର ସାଇଶ୍ରୀ ଜ୍ୟୋତି ପ୍ରକାଶ। ମୃତଦେହ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ନିଆଯାଇଛି। ବିନ୍ଦୁ ସାଗର ନିକଟରୁ ଚପଲ ଓ ସ୍କୁଟି ଜବତ କରିଛି ଲିଙ୍ଗରାଜ ଥାନା ପୋଲିସ।…