Latest Odisha News

BREAKING NEWS

Browsing Tag

Student protest

ଉତ୍କଳ ବିଶ୍ବବିଦ୍ୟାଳୟ ଦ୍ବିତୀୟ କ୍ୟାମ୍ପସ ଛାତ୍ରଛାତ୍ରୀଙ୍କ ଧାରଣା

ଯାଜପୁର : ଉତ୍କଳ ବିଶ୍ବବିଦ୍ୟାଳୟ ଦ୍ବିତୀୟ କ୍ୟାମ୍ପସ ଛାତ୍ରଛାତ୍ରୀଙ୍କ ଧାରଣା । ଯାଜପୁର ଜିଲ୍ଲା ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟ ପରିସରରେ ଥିବା ଉତ୍କଳ ବିଶ୍ବବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସରେ ଛାତ୍ରଛାତ୍ରୀମାନେ ତାଲା ପକାଇବା ସହ ଧାରଣା ଦେଇଛନ୍ତି । ବାବା ଭୈରବାନନ୍ଦ…

ଫେଲ୍ ମାରିଲା ଯାଜପୁରରେ ଛାତ୍ର ଆନ୍ଦୋଳନ

ଯାଜପୁର: ରାଜ୍ୟରେ ପରୀକ୍ଷା ବାତିଲ ନେଇ ସତେ ଯେମିତି ଝଡ ସୃଷ୍ଟି ହୋଇଛି । ରାଜଧାନୀରୁ ଆରମ୍ଭ ହୋଇଥିବା ଆନ୍ଦୋଳନର ନିଆଁ ଏବେ ଅନ୍ୟ ଜିଲ୍ଲାକୁ ମଧ୍ୟ ବ୍ୟାପିବାରେ ଲାଗିଛି । ଯାଜପୁର ଜିଲ୍ଲାରେ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ଦାବିରେ ଛାତ୍ରଛାତ୍ରୀ ରାସ୍ତାରୋକ କରିଥିଲେ । ତେବେ ଏ ନେଇ…

ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀଙ୍କ ଆନ୍ଦୋଳନ, ରାସ୍ତାରୋକ

ପୁରୀ: କୋର୍ସ ସରିନି ପରୀକ୍ଷା ହେବ A। ଏହାକୁ ବିରୋଧ କରି ପୁରୀ ସରକାରୀ ମହିଳା ମହାବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି । ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି । କଲେଜର ମୁଖ୍ୟ ଫାଟକରେ ଭଙ୍ଗାରୁଜା ହୋଇଛି । ପୋଲିସ ଓ ଆନ୍ଦୋଳନରତ ଛାତ୍ରୀଙ୍କ…

ପୂର୍ବ ସେମିଷ୍ଟାର ଓ ଇଂଟରନାଲ ମାର୍କ ଆଧାରରେ ଫଳ ପ୍ରକାଶ ହେଉ: ବିପିୟୁଟି ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୯ ତାରିଖରୁ ବିପିୟୁଟି ପରୀକ୍ଷା ହେବାକୁ ଯାଉଛି । ତେବେ ପରୀକ୍ଷାକୁ ନେଇ ଅସନ୍ତୋଷ ବଢିବାରେ ଲାଗିଛି । ଫାଇନାଲ ସେମିଷ୍ଟାର ପୂର୍ବରୁ କିଛି ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି ଯେ, ଅନଲାଇନ୍ ପରୀକ୍ଷା କରୁଥିବା ସଂସ୍ଥା ଏକ ତେଲେଙ୍ଗାନା କମ୍ପାନୀ । ତା ନାଁରେ…

ପରୀକ୍ଷା ବାତିଲ ଦାବିରେ ବିଜେବି କଲେଜ ଛାତ୍ରଛାତ୍ରୀଙ୍କ ଧାରଣା

ଭୁବନେଶ୍ୱର: ଧାରଣାକୁ ଓହ୍ଲାଇଲେ ବିଜେବି କଲେଜ ଛାତ୍ରଛାତ୍ରୀ। ପରୀକ୍ଷା ବାତିଲ ଦାବି କରିଛନ୍ତି ଛାତ୍ରଛାତ୍ରୀ। ସରକାର ନିଜେ ଏହି ଦୁଇ ମାସ ଗୁରୁତ୍ୱପୂର୍ଣ୍ଣ କହୁଥିବାବେଳେ ଜୁଲାଇ ଦ୍ୱିତୀୟ ସପ୍ତାହରେ କିଭଳି ପରୀକ୍ଷା କରିବେ ସେ ନେଇ ଛାତ୍ରଛାତ୍ରୀ ପ୍ରଶ୍ନ କରିଛନ୍ତି। ଉତ୍କଳ…

ପରୀକ୍ଷା ବାତିଲ ଦାବିରେ ରମାଦେବୀ ଓ ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଭୁବନେଶ୍ୱର: ପରୀକ୍ଷା ବାତିଲ ଦାବିରେ ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ବିକ୍ଷୋଭ । ରମାଦେବୀ ବିଶ୍ୱବିଦ୍ୟାଳୟ ଆଗରେ ଛାତ୍ରୀମାନେ ଧାରଣା ଦେଇଛନ୍ତି । ଉଚ୍ଚଶିକ୍ଷା ବିଭାଗର ପରୀକ୍ଷା ରାଜ୍ୟର ସମସ୍ତ କଲେଜରେ ଯେଉଁ ଦିନ ଅନୁଷ୍ଠିତ ହେବ ରମାଦେବୀ…