Latest Odisha News

BREAKING NEWS

Browsing Tag

Student

ଶିକ୍ଷକ ନିଯୁକ୍ତି ଦାବିରେ ତାତିଲେ ଛାତ୍ରଛାତ୍ରୀ

ଯାଜପୁର : ଶିକ୍ଷକ ନିଯୁକ୍ତି ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ ଓ ଅଭିଭାବକ। ମଙ୍ଗଳପୁର ରାସ୍ତା ବାଳାଶ୍ରେମ ନିକଟରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ  । ଯାଜପୁର ପୌରପାଳିକା ଅନ୍ତର୍ଗତ ଉତ୍କଳ ବାଳାଶ୍ରମ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକୀୟ ଶିକ୍ଷକ ନଥିବାରୁ ଛାତ୍ରଛାତ୍ରୀ ମାନେ…

ସ୍କୁଲ ନଯିବା ଜିଦରେ ଦେହରେ କିରାସିନି ଢାଳିଦେଲେ ଛାତ୍ର

ଯାଜପୁର: ଛାତ୍ରଙ୍କୁ ମହଙ୍ଗା ପଡ଼ିଲା ସ୍କୁଲ ନଯିବା ଜିଦ୍‌  । ଟମକା ଥାନା ସମର ପିଟା ଗାଁ ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍କୁଲ ନ ଯିବାକୁ ଜିଦ କରି ଦେହରେ କିରାସିନି ଢାଳି ହୋଇ ନାବାଳକ ଆତ୍ମହତ୍ୟା ଉଦ୍ୟମ କରିଛି ଛାତ୍ର । ଏହି ଘଟଣାକୁ ନେଇ  ସ୍ଥାନୀୟ ଅଞ୍ଚଳରେ ସୃଷ୍ଟି…

ଶିକ୍ଷକଙ୍କ ବଦଳି ପ୍ରତ୍ୟାହାର ଦାବିରେ ଧାରଣା ଦେଲେ ଛାତ୍ରଛାତ୍ରୀ

କାମାକ୍ଷାନଗର: ସ୍କୁଲ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ରୋଡ଼ ପଞ୍ଚାୟତ ଅନ୍ତର୍ଗତ କୁନ୍ଦନଦେଇପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କ ବଦଳି ପ୍ରତ୍ୟାହାର ଦାବିରେ ସ୍କୁଲ ଫାଟକ ସାମ୍ନାରେ ଧାରଣାରେ ବସିଛନ୍ତି ଶତାଧିକ ଛାତ୍ରଛାତ୍ରୀ…

ଶିକ୍ଷୟିତ୍ରୀଙ୍କୁ କାନ୍ଦି କାନ୍ଦି ବିଦାୟ ଦେଲେ ଛାତ୍ରଛାତ୍ରୀ

ନବରଙ୍ଗପୁର :  ଶିକ୍ଷୟତ୍ରୀଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା  । କାନ୍ଦି କାନ୍ଦି ଶିକ୍ଷୟିତ୍ରୀଙ୍କୁ ବିଦାୟ ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ  । ଦୀର୍ଘ 9 ବର୍ଷ ଧରି ଶିକ୍ଷୟତ୍ରୀଙ୍କ ଠାରୁ ସ୍ନେହ ମମତା ପାଇଥିବା ଗ୍ରାମବାସୀ ତାଙ୍କୁ ଛାଡିବାକୁ ଥିଲେ ନାରାଜ୍  । ଜଣେ କର୍ମଚାରୀ ନିଜର…

ଡ୍ରେନରେ ପଡି ମୃତ୍ୟୁବରଣ କରିଥିବା ଛାତ୍ରଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜାତୀୟ ମାନବାଧିକାର କମିଶନଙ୍କ…

ଭୁବନେଶ୍ୱର: ଡ୍ରେନରେ ପଡି ମୃତ୍ୟୁବରଣ କରିଥିଲେ ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରା । ବିଏମସିର ଦାଇତ୍ୱହୀନତା ପାଇଁ ଏଭଳି ଘଟଣା ଘଟିଥିବାର ଜାତୀୟ ମାନବାଧିକାର କମିଶନ କହିଛନ୍ତି । ଏହା ସହ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜାତୀୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି  ।…

ଟ୍ରାଫିକ ସଚେତନତା ସୃଷ୍ଟି ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ନୋଟାର ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀ…

ଭୁବନେଶ୍ୱର: ଟାଫ୍ରିକ ସଚେତନତାକୁ ନେଇ ହୋଇଥିବା ଅନଲାଇନ ପ୍ରତିଯୋଗିତା ପ୍ରଥମ ସ୍ଥାନ ଅଧିକାର କରିଥିବା ନୟାଗଡ ନୋଟାର ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ଓଡିଶା ଆଦର୍ଶ ବିଦ୍ୟାଳୟ ସମୂହର ଉପଦେଷ୍ଟା ବିଜୟ ସାହୁ । ଏହି ଅବସରରେ ଏସଏମ୍‌ଇର ପ୍ରମୁଖ ସଚିବ…

ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡିବନି ପରୀକ୍ଷା ଫିସ୍ । ଏହାକୁ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ…

ମହାମାରୀ ସଙ୍କଟରେ କେତେଦୂର ସଫଳ ହେବ ଦୂରଶିକ୍ଷା ?

ଆନୁଷ୍ଠାନିକ ଶିକ୍ଷା ସବୁ ଯୁଗରେ ଓ ସବୁ ଦେଶରେ ଗୁରୁ-ଶିଷ୍ୟ ବା ଶିକ୍ଷକ-ଛାତ୍ର, ଛାତ୍ରୀଙ୍କ ମଧ୍ୟରେ ମୁକ୍ତ ପ୍ରାଙ୍ଗଣେର କିମ୍ବା ଶ୍ରେଣୀଗୃହରେ ପାଠ୍ୟକ୍ରମର ସିଧାସଳଖ ବିନିମୟ ମାଧ୍ୟମରେ ସମାହିତ ହୋଇଥାଏ| ଏପରିକି କର୍ମଭିତ୍ତିକ ଶିକ୍ଷା ମଧ୍ୟ ଗୁରୁଙ୍କ ନିର୍ଦ୍ଦେଶନାରେ ଅଥବା ସହାୟତାରେ…

ଭୁବନେଶ୍ୱରର ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ବଦଳି ହେଲେ କ୍ରୀଡା ଶିକ୍ଷୟିତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଗତ ୨ ଦିନ ତଳେ ଜଣେ ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ସମ୍ପୃକ୍ତ କ୍ରୀଡା ଶିକ୍ଷୟିତ୍ରୀଙ୍କୁ ଯାଜପୁର ଜିଲ୍ଲା ବ୍ୟାସନଗରର କେନ୍ଦ୍ରୀୟ ବିଦ୍ୟାଳୟକଙ୍କୁ ବଦଳି କରାଯାଇଛି । କେନ୍ଦ୍ରୀୟ…

ଭୁବନେଶ୍ୱରର ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ଡିସି ଅଫିସ୍ ଘେରିଲେ ଅଭିଭାବକ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାକୁ ନେଇ ଅଭିଭାବକମାନେ ଶନିବାର ଦିନ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନର ଡେପୁଟି କମିଶନରଙ୍କ କାର୍ଯ୍ୟାଳୟକୁ ଘେରାଉ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଗତ ଶୁକ୍ରବାର ଦିନ…