Latest Odisha News
Browsing Tag

Student

ମହାମାରୀ ସଙ୍କଟରେ କେତେଦୂର ସଫଳ ହେବ ଦୂରଶିକ୍ଷା ?

ଆନୁଷ୍ଠାନିକ ଶିକ୍ଷା ସବୁ ଯୁଗରେ ଓ ସବୁ ଦେଶରେ ଗୁରୁ-ଶିଷ୍ୟ ବା ଶିକ୍ଷକ-ଛାତ୍ର, ଛାତ୍ରୀଙ୍କ ମଧ୍ୟରେ ମୁକ୍ତ ପ୍ରାଙ୍ଗଣେର କିମ୍ବା ଶ୍ରେଣୀଗୃହରେ ପାଠ୍ୟକ୍ରମର ସିଧାସଳଖ ବିନିମୟ ମାଧ୍ୟମରେ ସମାହିତ ହୋଇଥାଏ| ଏପରିକି କର୍ମଭିତ୍ତିକ ଶିକ୍ଷା ମଧ୍ୟ ଗୁରୁଙ୍କ ନିର୍ଦ୍ଦେଶନାରେ ଅଥବା ସହାୟତାରେ…

ଭୁବନେଶ୍ୱରର ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ବଦଳି ହେଲେ କ୍ରୀଡା ଶିକ୍ଷୟିତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଗତ ୨ ଦିନ ତଳେ ଜଣେ ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ସମ୍ପୃକ୍ତ କ୍ରୀଡା ଶିକ୍ଷୟିତ୍ରୀଙ୍କୁ ଯାଜପୁର ଜିଲ୍ଲା ବ୍ୟାସନଗରର କେନ୍ଦ୍ରୀୟ ବିଦ୍ୟାଳୟକଙ୍କୁ ବଦଳି କରାଯାଇଛି । କେନ୍ଦ୍ରୀୟ…

ଭୁବନେଶ୍ୱରର ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ଡିସି ଅଫିସ୍ ଘେରିଲେ ଅଭିଭାବକ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାକୁ ନେଇ ଅଭିଭାବକମାନେ ଶନିବାର ଦିନ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନର ଡେପୁଟି କମିଶନରଙ୍କ କାର୍ଯ୍ୟାଳୟକୁ ଘେରାଉ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଗତ ଶୁକ୍ରବାର ଦିନ…

ମାଲକାନଗିରିରେ ଛାତ୍ରୀଙ୍କୁ ପିଟିଲେ ଡାକ୍ତର !

ମାଲକାନଗିରି: ମାଲକାନଗିରି ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ଡାକ୍ତର ଶୁକ୍ରବାର ଦିନ ଜଣେ ଛାତ୍ରୀଙ୍କୁ ମାଡମାରିବା ନେଇ ଅଭିଯୋଗ ହୋଇଛି । ଯାହାଫଳରେ ସ୍ଥାନୀୟ କାଲିମେଳା ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ପ୍ରାପ୍ତ ସୂଚନାନୁଯାୟୀ, କାଲିମେଳା ହାଇସ୍କୁଲରେ ପଢୁଥିବା ଜଣେ ଦଶମ…

ପ୍ରଧାନଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର ଆହତ !

ଝାରସୁଗୁଡା: ସରକାର ବିଦ୍ୟାଳୟ ଗୁଡିକୁ ଦଣ୍ଡ ମୁକ୍ତ ଅଞ୍ଚଳ ଭାବେ ଘୋଷଣା କରିଥିବା ବେଳେ ଝାରସୁଗୁଡା ଜିଲ୍ଲା ବାଲିଜୋରି ନୋଡାଲ୍ ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କୁ ପ୍ରଧାନଶିକ୍ଷକ ମାଡ ମାରିବା ନେଇ ଅଭିଯୋଗ ହୋଇଛି । ଯାହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି ।…

ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେଲେ ଛାତ୍ରଛାତ୍ରୀ

ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲୁକାପଡା ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହେବା ଭଳି ଅଭାବନୀୟ ଘଟଣା ନଜରକୁ ଆସିଛି । ମିଳିଥିବା ସୂଚନାନୁଯାୟୀ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇଥିବା ଅବିଭାବକମାନେ ଅଭିଯୋଗ…

ନୟାଗଡରେ କଲେଜ ଛାତ୍ରଙ୍କୁ ଆକ୍ରମଣ

ନୟାଗଡ: ପୁରୀ ଜିଲ୍ଲାର ଏସସିଏସ୍ କଲେଜରେ ପଢୁଥିବା ଜଣେ ଛାତ୍ରଙ୍କୁ କିଛି ଦୃର୍ବୁତ୍ତ ଫତେଗଡ ଅନ୍ତର୍ଗତ ପାର୍ବତୀପୁର ଗ୍ରାମରେ ବୁଧବାର ଦିନ ଆକ୍ରମଣ କରିଥିବା ବେଳେ ନୟାଗଡ ଜିଲ୍ଲା ସଦର ପୋଲିସ ଘଟଣାର ଖୋଳତାଡ ଆରମ୍ଭ କରିଛି । ପରିବାର ସଦସ୍ୟଙ୍କ ଦ୍ୱାରା କରାଯାଇଥିବା ଅଭିଯୋଗ ଅନୁଯାୟୀ…

ଗଞ୍ଜାମ: ପ୍ରଚଣ୍ଡ ବଜ୍ରପାତରେ ୨ ଛାତ୍ର ମୃତ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ଘଡଘଡି ଓ ବଜ୍ରପାତ ଫଳରେ ରବିବାର ରାତିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ସୁତୁମସରା ଗାଁର ଦୀପକ ଦଳାଇ ଓ ପୋଲାର ଗାଁର ଦ୍ୱିତୀକୃଷ୍ଣ ସାହୁ। ସମ୍ପୃକ୍ତ ୪ ଜଣ ଆଇଟିଆଇର ଛାତ୍ର ହୋଇଥିବା…