Latest Odisha News

BREAKING NEWS

Browsing Tag

students

ଭାଇରାଲ୍ ପୋଷ୍ଟମୋର୍ଟମ୍: କାହିଁକି ଝାଡଖଣ୍ଡରେ ଉଠିଥିଲା ପାକିସ୍ତାନ ଓ ବଙ୍ଗଳାଦେଶକୁ ନେଇ ଝଡ ?

ଭୁବନେଶ୍ୱର: ଆମେ ରହୁଛନ୍ତି ଭାରତରେ ହେଲେ ଶିଖିବା ପାକିସ୍ତାନୀ ଓ ବଙ୍ଗଳାଦେଶୀ ଜାତୀୟ ସଙ୍ଗୀତ ! କଥାଟା ଅଖାଡୁଆ ଲାଗୁଥିଲେ ବି କିଛି ଏପରି ଘଟଣା ଘଟିଛି ଝାଡଖଣ୍ଡରେ । ଏ ଘଟଣାଟା କେତେଦୂର ସତ । ଆସନ୍ତୁ ଜାଣିବା ଆଜିର ଭାଇରାଲ୍ ପୋଷ୍ଟମୋର୍ଟମ୍‌ରେ । ଏହି ସମସ୍ତ  ଖବର କାଗଜ ଉପରେ ଟିକେ…

କୋଭିଡ-୧୯ ସଙ୍କଟ: ସ୍କୁଲ ବନ୍ଦ ଯୋଗୁଁ ୨୪ କୋଟି ଭାରତୀୟ ଛାତ୍ରଛାତ୍ରୀ ପ୍ରଭାବିତ

ନୂଆଦିଲ୍ଲୀ: ଦେଶବ୍ୟାପୀ କୋଭିଡ-୧୯ ସଙ୍କଟ ଜନିତ ସ୍କୁଲ ବନ୍ଦ ରହିବା କାରଣରୁ ପ୍ରାୟ ୨୪ କୋଟି ଭାରତୀୟ ଛାତ୍ରଛାତ୍ରୀ ପ୍ରଭାବିତ ହୋଇଥିବା ଅଶୋକା ବିଶ୍ୱବିଦ୍ୟାଳୟର ସ୍କୁଲ ଏଜୁକେସନ ଏବଂ ଲିଟେରାସୀ ବିଭାଗର ସମ୍ପାଦିକା ଅନିତା କରୱାଲ, 'ଫ୍ୟୁଚର ଅଫ ସ୍କୁଲ ଅଭରକମିଂ କୋଭିଡ ଆଣ୍ଡ ବିୟଣ୍ଡ…

ରଥଯାତ୍ରା ଦେଖୁଥିବା ବେଳେ ଭୁଷୁଡ଼ି ପଡ଼ିଲା ସିଡ଼ି: ୧୦ ଛାତ୍ରଛାତ୍ରୀ ଆହତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ବ୍ଲକ ଟିକିରି ଗ୍ରାମର ସରକାରୀ ଉଚ୍ଚ ବିଦ୍ୟାଳୟରେ ଘଟି ଯାଇଛି ଏକ ଦୁଃଖଦ ଘଟଣା । ସ୍କୁଲ ଘର ସିଡ଼ି ଭୁଶୁଡି ଆହତ ହୋଇଛନ୍ତି ୧୦ ଛାତ୍ରଛାତ୍ରୀ । ମିଳିଥିବା ସୂଚନା ଅନୁଯାୟୀ କିଛି ପିଲା ସ୍କୁଲ ଘର ସିଡ଼ିରେ ଚଢ଼ି ଗାଁରେ ହେଉଥିବା ବହୁଡାଯାତ୍ରା…

ଓୟୁଏଟି କ୍ୟାମ୍ପସରେ ୨ ଜଣ ଛାତ୍ରଙ୍କୁ ର‌୍ୟାଗିଂ ଅଭିଯୋଗ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଓୟୁଏଟି କଲେଜ ପରିସରରେ ଆଜି ଦୁଇ ଜଣ +୩ ପ୍ରଥମ ବର୍ଷର ଛାତ୍ରଙ୍କୁ ସିନିଅର ଛାତ୍ର ମାନେ ର‌୍ୟାଗିଂ ସହ ମାଡ଼ ମାରାଯାଇଥିବା ଅଭିଯୋଗ ହୋଇଛି । ଏନେଇ ଛାତ୍ର ଦ୍ଵୟ ଶିରିପୁର ଥାନାରେ ମାମଲା ରୁଜୁ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଉକ୍ତ ଦୁଇ…