Latest Odisha News

BREAKING NEWS

Browsing Tag

SUBARNAPUR

ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ

ସୁବର୍ଣ୍ଣପୁର : ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି  ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଫାଟକରେ ।  ଆଜି ସକାଳୁ ମର୍ଣ୍ଣିଙ୍ଗ ୱାକରେ ଗଲାବେଳେ ଡୁଙ୍ଗୁରିପାଲି  ସ୍ଥିତ ଲେବଲ୍ କ୍ରସିଂ ପାରି ହେଲା ବେଳେ ଧକ୍କା ଦେଲା ଟ୍ରେନ୍ । ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗିରର…

ଉଦ୍‌ଘାଟିତ ହେଲା ପଞ୍ଚବଟୀ ଉଦ୍ୟାନ

ସୁବର୍ଣ୍ଣପୁର : ଉଦ୍‌ଘାଟିତ ହେଲା ପଞ୍ଚବଟୀ ଉଦ୍ୟାନ । ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ବଡ଼ଝିଙ୍କି ନିକଟରେ ଜଙ୍ଗଲ ଓ ପରିବେଷ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ଦ୍ବାରା ଏହି ଉଦ୍ୟାନ ଉଦ୍‌ଘାଟିତ ହୋଇଯାଇଛି । ଜଙ୍ଗଲ ବିଭାଗ ଦ୍ବାରା ପଞ୍ଚବଟୀ ଉଦ୍ୟାନ ୧୨.୮ ହେକ୍ଟର ଜମିରେ ତିଆରି କରାଯାଇଥିବା…

୧୦୦ ବସ୍ତା ଧାନ କୁଣ୍ଡାରେ ହକି ବିଶ୍ବକପ୍‌

ସୁବର୍ଣ୍ଣପୁର : ପୁରୁଷ ହକି ବିଶ୍ୱକପ ପାଇଁ ଏବେ ସାରା ଓଡିଶାରେ ଚାଲିଛି ଉତ୍ସବର ମାହୋଲ । ସେହିପରି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଇନଡୋର ଷ୍ଟାଡିୟମ ଠାରେ ମଧ୍ୟ ଦେଖିବାକୁ ମିଳିଛି ଏହାର କ୍ରେଜ୍‌  । ଧାନ କୁଣ୍ଡାରେ ଏକ ବିଶାଳ ହକି ବିଶ୍ୱକପର ଆକୃତି କରିଛନ୍ତି ବିଶ୍ୱବିଖ୍ୟାତ…

ଧାନ ଖଳାରେ ଶୋଇଥିଲେ ଯୁବକ, ହାତୀ ଦଳି ମାରିଦେଲା

ସୁବର୍ଣ୍ଣପୁର :  ସୋନପୁର ବନାଞ୍ଚଳ କୁମ୍ଭାରମୁଣ୍ଡା ସେକ୍ସନରେ ହାତୀ ଆକ୍ରମଣରେ ଯୁବକଙ୍କ  ମୃତ୍ୟୁ । ତରଭା ବ୍ଲକ ଶୁଖିଲାସର ଗାଁର ହର ରଣା ଅମଳ ଧାନକୁ ଖଳାରେ ଶୁଖାଇଥିଲେ । ରାତିରେ ସେ ଧାନକୁ ଜଗିବା ପାଇଁ ଖଳାରେ ଶୋଇଥିଲେ । ମଧ୍ୟ ରାତ୍ରୀରେ ହାତୀ ପଲ ଆସି ଧାନ ଖାଇବା ସହ ହରକୁ ଆକ୍ରମଣ…

ନ୍ୟୁଡ କଲ ହେଲା କାଳ; ନଦୀକୁ ଡେଇଁ ପଡିଲେ ବ୍ୟାଙ୍କ ଅଧିକାରୀ

ସୁବର୍ଣ୍ଣପୁର: ସାମ୍ନାକୁ ଆସିଲା  ବ୍ୟାଙ୍କ ଅଧିକାରୀ ଦିବ୍ୟ ରଂଜନ ମିଶ୍ର ଆତ୍ମହତ୍ୟା ଘଟଣାର ନୂଆ ଟ୍ୱିଷ୍ଟ । କାହିଁକି ଆତ୍ମହତ୍ୟା କଲେ ଦିବ୍ୟରଞ୍ଜନ ? କ’ଣ ଥିଲା ମଜବୁରୀ ? ଏହାର  ରହସ୍ୟ ଖୋଲିଛି ସୁବର୍ଣ୍ଣପୁର ପୋଲିସ l ଦିବ୍ୟ ରଂଜନ ମିଶ୍ର ଆତ୍ମହତ୍ୟା ପଛର କାରଣ ଥିଲା ନ୍ୟୂଡ କଲ l…

ଜଙ୍ଗଲରୁ ବାଘର ଗଳିତ ମୃତ ଦେହ ଠାବ

ସୁବର୍ଣ୍ଣପୁର : ବାଘପାଲି ଜଙ୍ଗଲରୁ ବାଘର ଗଳିତ ମୃତ ଦେହ ଠାବ । ଏହି ଘଟଣା ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବନାଞ୍ଚଳର ବାଘପାଲି ଜଙ୍ଗଲରେ ଘଟିଛି । ବାରହା ଫାସରେ ପଡି କରଲାପତରିଆ ବାଘର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି  । ମୃତ ବାଘର ନଖ ଓ ନିଶକୁ ଦୁର୍ବୁତ୍ତମାନେ ନେଇଯାଇଥିବା ଅଭିଯୋଗ…

ସୁବର୍ଣ୍ଣପୁର ଜିଲ୍ଲାପାଳ ଅଫିସ ସମ୍ମୁଖରେ ଟ୍ରାକ୍ଟର ମାଲିକ ସଂଘ ପକ୍ଷରୁ ପ୍ରତିବାଦ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଲିକ ସଂଘ ତରଫରୁ ବିଭିନ୍ନ ଦାବୀ ନେଇ ଆନ୍ଦୋଳନ ।  ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ରେ ବିସିବାସହ ପ୍ରତିବାଦ କରିଛନ୍ତି ଟ୍ରାକ୍ଟର ମାଲିକମାନେ  ।  ଟ୍ରାକ୍ଟର ମାଲିକ ମାନେ ପ୍ରଥମେ ଏକ ଶୋଭାଯାତ୍ରାରେ ବାହାରି ସହର…

ବ୍ୟାପୁଛି ଝାଡ଼ାବାନ୍ତି, ସୁବର୍ଣ୍ଣପୁରରେ ଜଣଙ୍କର ମୃତ୍ୟୁ; ଏକାଧିକ ଅସୁସ୍ଥ

ସୋନପୁର: ବର୍ଷା ଋତୁରେ ବ୍ୟାପୁଛି ଝାଡ଼ାବାନ୍ତି । ମୁଣ୍ଡ ନେଉଛି ଡାଇରିଆ । ସୁବର୍ଣ୍ଣପୁର ଜିଲ୍ଲାରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ହୋଇଛି । ତରଭା ଥାନା ସୁର୍ଜିମୁଣ୍ଡା ଗାଁର ଧନଦେଇ ସାହୁଙ୍କ ମୃତ୍ୟୁ ହୋଇଥିବା ବେଳେ ଗାଁରେ ୨୫ରୁ ଅଧିକ ଲୋକେ ଅସୁସ୍ଥ ହୋଇ ପଡ଼ିଛନ୍ତି । ଅସୁସ୍ଥ…

ଚାଷୀ ମାରଣ ନୀତି ବିରୋଧରେ ସୋନପୁରରେ କଂଗ୍ରେସର ବିକ୍ଷୋଭ

ସୋନପୁର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷି ମାରଣ ନୀତିକୁ ବିରୋଧ କରି ସୁବର୍ଣ୍ଣପୁର ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ । ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ୫ ଦଫା ଦାବିରେ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।…

ଗୋଟିଏ ପରିବାରକୁ ସଂଘବଦ୍ଧ ଆକ୍ରମଣ, ୫ ଜଣ ଗୁରୁତର ଆହତ, ହସ୍ପିଟାଲରେ ଭର୍ତ୍ତି

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା  ଶିଆଳି ଗାଁରେ ଅଘଟଣ । ଗୋଟିଏ ପରିବାରକୁ ସଂଘବଦ୍ଧ  ଆକ୍ରମଣ । ଘରେ ପଶି ଗାଁର ଅନ୍ୟ ଏକ ପରିବାରର ୪ ଜଣ ଲୋକ ଆକ୍ରମଣ କରିଛନ୍ତି । ଏଥିରେ ଗୋଟିଏ ପରିବାରର ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ତିନ ମହିଳା ସମେତ ୨ ପୁରୁଷ ଅଛନ୍ତି ।…