Latest Odisha News

BREAKING NEWS

Browsing Tag

SUBARNAPUR

ବହୁଚର୍ଚ୍ଚିତ ସୁବର୍ଣ୍ଣପୁର ଡକାୟତି ମାମଲା…

ସୁବର୍ଣ୍ଣପୁର: ବହୁଚର୍ଚ୍ଚିତ ସୁବର୍ନପୁର ଜିଲ୍ଲା ବନ୍ଧୁକ ମୁନରେ ୨୧ ଲକ୍ଷ ଟଙ୍କା ଲୁଟ୍ ମାମଲା । ଚଳିତମାସ ୧୭ ତାରିଖ (ବୁଧବାର) ଦିନ ବୀରମହାରାଜପୁର ଥାନା ଅନ୍ତର୍ଗତ ବାଘଲପୁର ଗାଁ ନିକଟରେ ବନ୍ଧୁକ ମୁନରେ ହୋଇଥିଲା ବଡ ଧରଣର ଲୁଟ୍ । ଏହି ମାମଲାରେ ସଂପୃକ୍ତ ଦୁଇ ଡକାୟତଙ୍କୁ ଆଜି ଗିରଫ…

ଶୋଇଥିବା ବେଳେ ବୃଦ୍ଧଙ୍କୁ ଦଳି ଦେଲା ହାତୀ

ସୋନପୁର: ଘରେ ଶୋଇଥିବା ବେଳେ ଦଳିଦେଲା ହାତୀ, ଚାଲିଗଲା ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲାରେ । ହାତୀ ଆକ୍ରମଣରେ ଉଲୁଣ୍ଡା ରେଞ୍ଜ ପଣ୍ଡକିଟାଲ ଗାଁରେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ୬୦ ବର୍ଷୀୟ ନାରାୟଣ ଭୋଇ ବୋଲି ଜଣାପଡ଼ିଛି । ନାରାୟଣ ଭୋଇ ନିଜ ଝିଅ ଘରେ…

ଥାନାରେ ଯୁବ ଠିକାଦାରଙ୍କ ଆତ୍ମାହୁତି ଉଦ୍ୟମ

ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନାରେ ଯୁବ ଠିକାଦାରଙ୍କ ଆତ୍ମାହୁତି ଉଦ୍ୟମ । ସେଠାରେ ଉପସ୍ଥିତ ପୁଲିସ୍‌ କର୍ମୀ ତାଙ୍କୁ କାବୁ କରିନେବା ଫଳରେ ଏକ ବହୁତ ବଡ଼ ଅଘଟଣ ଟଳି ଯାଇଥିବା ଜଣାଯାଇଛି ।  ସୂଚନା ଅନୁଯାୟୀ, ଦୀର୍ଘ ଦଶ ବର୍ଷ ତଳେ ଉଲୁଣ୍ଡା ବ୍ଲକ ଝାରବାହାଲି ଗାଁ ରାସ୍ତାର…

ବିନିକାରେ ହାତୀ ପଲଙ୍କ ଉତ୍ପାତ କମୁନି, ୧୦ ଦିନ ହେଲାଣି ନୟାନ୍ତ କରୁଛନ୍ତି

ସୋନପୁର: ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କମୁନି ହାତୀଙ୍କ ଉପଦ୍ରବ । ୬୦ ଟିକିଆ ହାତୀ ପଲ ଉତ୍ପାତ ଚଲାଇଛନ୍ତି । ଭୟଭୀତ ଅବସ୍ଥାରେ ଅଛନ୍ତି ସ୍ଥାନୀୟ ଲୋକ । ଗତ ରାତିରେ ବିନିକା ଝରାପଡା ଗାଁରେ ପଶି ଘର ଭାଙ୍ଗିବା ସହ ବ୍ୟାପକ ଅଞ୍ଚଳରେ ଫସଲ ନଷ୍ଟ କରିଛନ୍ତି । ନଷ୍ଟ କରୁଛନ୍ତି ବ୍ୟାପକ…

କୌଳିକବୃତ୍ତି ବଞ୍ଚାଇ ରଖିବାକୁ କୁମ୍ଭକାରଙ୍କ ସଂଘର୍ଷ ଜାରି

ସୃଷ୍ଟି ଆରମ୍ଭରୁ ମାଟି ଥିଲା, ଅଛି ଓ ସୃଷ୍ଟିର ବିନାଶ ପର୍ୟ୍ୟନ୍ତ ରହିବ । ମାଟି ମା’ ହିଁ ଆମକୁ ଦେଇଛି ସବୁକିଛି । ତେଣୁ ମାଟି ସହିତ ମାଟି ହୋଇ ଏହି ସାମଗ୍ରୀ ଯୋଗାଉଥିବା କୁମ୍ଭକାର ପରିବାର ଆଜି ଦୁର୍ଦ୍ଧଶାଗ୍ରସ୍ତ ଜୀବନ ଜିଇଁଛି । ତଥାପି କୌଳିକ ବୃତ୍ତି ବଂଚାଇବାକୁ କୁମ୍ଭକାର ତା’ର…