Latest Odisha News

BREAKING NEWS

Browsing Tag

Subarnarekha River

ବନ୍ୟା ସ୍ଥିତିର ସମୀକ୍ଷା କଲେ ଜଳସମ୍ପଦ ବିଭାଗ ମନ୍ତ୍ରୀ ଟୁକୁନି ସାହୁ

ଭୁବନେଶ୍ୱର : ରାଜ୍ୟର ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ଜଳ ସମ୍ପଦ ବିଭାଗ ମନ୍ତ୍ରୀ ଟୁକୁନି ସାହୁ । ଆଜି  ଦିନ ୧୧ଟାରେ ଏହି ସମୀକ୍ଷା ବୈଠକ ବସିଥିଲା । ରାଜ୍ୟରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ନେଇ ଆକ୍ସନକୁ ଆସିଛି ରାଜ୍ୟ ସରକାର । ରବିବାର ଏନେଇ ସମୀକ୍ଷା ବୈଠକ କରିଥିଲେ ଜଳସଂପଦ…

ପୁଣି ବଢିଲା ସୁବର୍ଣ୍ଣରେଖା ନଦୀ ଜଳସ୍ତର, ବନ୍ୟା ସ୍ଥିତି ନେଇ ଲୋକେ ଆତଙ୍କିତ

ବାଲେଶ୍ୱର: ବନ୍ୟା ପରିସ୍ଥିତିକୁ ଅଧିକ ଜଟିଳ କରିବାରେ ଲାଗିଛି ସୁବର୍ଣ୍ଣରେଖା ନଦୀରେ ବଢୁଥିବା ଜଳସ୍ତର । ଗତ ଦୁଇଦିନମଧ୍ୟରେ ଜଳସମ୍ପଦ ବିଭାଗର ରାଜଘାଟ ରିଡିଂ ପଏଣ୍ଟଠାରେ ଜଳସ୍ତର ପୁଣି ଉପରମୁହାଁ ହୋଇଛି । ଗୁରୁବାର ରାତିରେ ଜଳସ୍ତର ୯.୧୬ ମିଟର ଥିବାବେଳେ ଶୁକ୍ରବାର ସକାଳ ୮ଟା ସୁଦ୍ଧା…

ଫୁଲୁଛି ସୁବର୍ଣ୍ଣରେଖା: ରାଜଘାଟରେ ବିପଦ ସଙ୍କେତ ଟପିଲା

ବାଲେଶ୍ୱର: ଫୁଲୁଛି ସୁବର୍ଣ୍ଣରେଖା । ବାଲେଶ୍ୱର ଜିଲ୍ଲା ରାଜଘାଟରେ ବିପଦ ସଙ୍କେତ ଟପିଛି । ଏବେ ସୁବର୍ଣ୍ଣରେଖାରେ ୧୦.୪୧ ମିଟର ବନ୍ୟା ପାଣି ପ୍ରବାହିତ ହେଉଛି । ସେଠାରେ ବିପଦ ସଙ୍କେତ ରହିଛି ୧୦.୩୬ ମିଟର। ଗାଲୁଡିହ ବ୍ୟାରେଜ୍ ଦେଇ ୬ହଜାର ୧୦୦ କ୍ୟୁସେକ୍ ବନ୍ୟା ପାଣି ନିଷ୍ପାସିତ ହେଉଛି ।…

ଫୁଲୁଛି ସୁବର୍ଣ୍ଣରେଖା: ବାଲେଶ୍ୱର ରାଜଘାଟରେ ବିପଦ ସଙ୍କେତ ଟପିଲା ଜଳସ୍ତର

ବାଲେଶ୍ୱର: ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଫୁଲୁଛି ସୁବର୍ଣ୍ଣରେଖା । ଜଳସ୍ତର ବୃଦ୍ଧି ପାଇଛି । ଆଜି ବାଲେଶ୍ୱର ଜିଲ୍ଲା ରାଜଘାଟ ନିକଟରେ ସୁବର୍ଣ୍ଣରେଖାର ଜଳସ୍ତର ବିପଦ ସଙ୍କେତ ଟପିଛି । ରାଜଘାଟ ନିକଟରେ ବର୍ତ୍ତମାନ ଜଳସ୍ତର ରହିଛି ୧୦.୫୪ ମିଟର । ଏଠାରେ ବିପଦ ସଙ୍କେତ ରହିଛି ୧୦.୩୬ ମିଟର…