ଶପଥ ନେଲେ ନବନିର୍ବାଚିତ ମେୟର ସୁବାସ ସିଂ
କଟକ: ମହାନଗର ନିଗମ ମେୟର ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ସୁବାସ ସିଂ । ନବନିର୍ବାଚିତ ମେୟର ଭାବେ ସୁବାସ ଶପଥ ନେଇଛନ୍ତି । ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହା ସହ ସମସ୍ତ କର୍ପୋରେଟର ମଧ୍ୟ ଶପଥ ଗ୍ରହଣ କରିଛନ୍ତି ।
ତେବେ ଭୁବନେଶ୍ୱର ଓ ବ୍ରହ୍ମପୁର…