Latest Odisha News

BREAKING NEWS

Browsing Tag

Sudarshan Patnaik

ବାଲୁକା କଳା ମାଧ୍ୟମରେ କୋଭିଡ୍ ଟିକା ନେବାକୁ ଜନ ସଚେତନତା

ପୁରୀ: ଆଜିଠାରୁ ଦେଶରେ ଆରମ୍ଭ ହୋଉଛି ୪ ଦିନିଆ ଟିକା ଉତ୍ସବ । ଏହି ଅବସରରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରାଯାଇଛି । ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ନିର୍ମିତ ଏହି ବାଲୁକା କଳାରେ ପ୍ରସ୍ତୁତ କରାଯାଇଛି ସବୁଠାରୁ…

ବାଲୁକା କଳା ମାଧ୍ୟମରେ ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ 

ପୁରୀ: ଅଭିନେତା ରଜନୀକାନ୍ତଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ରଜନୀକାନ୍ତଙ୍କ ପ୍ରତିକୃତିକୁ ସ୍ଥାନ ଦେବା ସହ ଶୁଭେଚ୍ଛାର ବାର୍ତ୍ତା ଦେଇଛନ୍ତି । ନିକଟରେ ୫୧ତମ ଦାଦା ସାହେବ…

ବାଲୁକାକଳାରେ ଟିକାକରଣ ସଚେତନତାର ବାର୍ତ୍ତା

ପୁରୀ: କରୋନା ଟିକାକରଣ ନେଇ ବାଲୁକା କଳା । ପୁରୀ ବେଳାଭୂମିରେ ବାଲୁକା କଳାରେ ଟିକାକରଣ ନେଇ ସଚେତନତାର ବାର୍ତ୍ତା ଦେିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପ ସୁଦର୍ଶନ ପଟ୍ଟନାୟକ । ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ବିଶାଳ ବାଲୁକା କଳାରେ ବୃହତ ଟିକାକରଣ ଅଭିଯାନରେ ସମସ୍ତଙ୍କୁ…

‘ଶୀଘ୍ର ଭଲ ହୋଇଯାଆନ୍ତୁ ଦାଦା’, ବାଲୁକା କଳାରେ ସୌରଭଙ୍କ ଆଶୁ ଆରୋଗ୍ୟ କାମନା କଲେ ସୁଦର୍ଶନ

ପୁରୀ : ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ଆଶୁ ଆରୋଗ୍ୟ କାମନା କଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ସେ ଏହି ଉଦ୍ୟମ କରିଛନ୍ତି । ଏଥିରେ ସୌରଭ ଗାଙ୍ଗୁଲିଙ୍କର ପ୍ରତିକୃତି ସହ ଆପଣ…

ବାଲୁକା କଳାରେ ପ୍ରଣବଙ୍କୁ ସୁଦର୍ଶନଙ୍କ ଶ୍ରଦ୍ଧାଂଜଳି

ପୁରୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସବୁ ଦଳର ନେତା ଶ୍ରଦ୍ଧାଂଜଳି ଜଣାଇଛନ୍ତି । ପୁରୀ ବେଳାଭୂମିରେ ନିଜ ବାଲୁକା କଳାରେ ଏହି ମହାନ ଜନନାୟକଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ…