Latest Odisha News
Browsing Tag

Sudarshan Pattnaik

ବେଳାଭୂମିରେ କଉଡି ଗଣେଶ

ପୁରୀ : ବାଲୁକା କଳାରେ କଉଡି ଗଣେଶ । ଗଣେଶ ପୂଜା ଅବସରରେ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ସନ ପଟ୍ଟନାୟକ ବାଲୁକା ଚିତ୍ରକଳା ମାଧ୍ୟମରେ ଦେଶବାସୀଙ୍କୁ ଗଣେଶ ପୂଜାର ଅଭିନନ୍ଦନ ଜଣାଇଛନ୍ତି । ପୁରୀ ବେଳେ ଭୂମିରେ ଏକ ସୁନ୍ଦର ଗଣେଶ ତିଆରି କରିଛନ୍ତି । ଏହି ଗଣେଶ ତିଆରି କରିବା ପାଇଁ ୭…

ବାଲୁକା କଳାରେ ଭାରତୀୟ ପାରା ଅଲିମ୍ପିଆନଙ୍କୁ ଶୁଭେଚ୍ଛା

ପୁରୀ: ଆଜିଠାରୁ ଟୋକିଓରେ ଆରମ୍ଭ ହେଉଛି ପାରା ଅଲିମ୍ପିକ୍ସ । ଏଥିରେ ଅଂଶ ଗ୍ରହଣ କରୁଥିବା ଭାରତୀୟ ଆଥଲେଟଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଭାରତୀୟ ପାରା…

ଓମ୍ ନମଃ ଶିବାୟ: ବାଲୁକା କଳାରେ ମହାଦେବଙ୍କ ଆରାଧନା

ପୁରୀ: ବାଲୁକାକଳାରେ ଦେବ ଦେବ ମହାଦେବଙ୍କ ଆରାଧନା । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକାକଳା ନିର୍ମାଣ କରି ଶିବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଶିବଲିଙ୍ଗ ସହ ବାଲିରେ ନିର୍ମାଣ କରିଛନ୍ତି ହର-ପାର୍ବତୀଙ୍କ ପ୍ରତିମୂର୍ତ୍ତି । ଏହାସହ…

ବାଲୁକା କଳାରେ ଭାଲେଣ୍ଟାଇନ୍ ଡେ’ ଶୁଭେଚ୍ଛା, ଦେଶକୁ ଭଲ ପାଇବାର ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ: ଆଜି ଭଲେଣ୍ଟାଇନ ଡେ' ବା ପ୍ରେମ ଦିବସ । ଏହି ଅବସରରେ ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁନ୍ଦର୍ଶନ ପଟ୍ଟନାୟକ । ବାଲୁକା କଳାରେ ପ୍ରେମ ଦିବସର ଶୁଭେଚ୍ଛା ଜଣାଇବା ସହ ସୁନ୍ଦର ବାର୍ତ୍ତା ବି ଦେଇଛନ୍ତି । ଭାଲେଣ୍ଟାଇନ…

ବାଲୁକା କଳାରେ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା

ପୁରୀ: ଆଜି ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ । ସବୁଠୁ ଭାରତ ମାତାର ଜୟଗାନ ହେଉଛି । ଏହି ଅବସରରେ ବାଲୁକା କଳାରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଏହାସହ…

ଖୋଲିଲା ବଡ଼ଦେଉଳ, ପୁରୀ ବେଳାଭୂମିରେ ସୁଦର୍ଶନଙ୍କ ବାଲୁକା କଳା

ପୁରୀ: ୯ ମାସ ପରେ ସର୍ବସାଧାରଣ ଦର୍ଶନ ପାଇଁ ଖୋଲିଛି ପୁରୀ ଶ୍ରୀମନ୍ଦିର । ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ଏହି ଅବସରରେ ପୁରୀ ବେଳାଭୂମିରେ ଏକ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଲିରେ ବାଲି ସେ ତିଆରି କରିଛନ୍ତି ବଡ଼ ଦେଉଳ ଓ…

ବୀର ବେଶରେ ମହାପ୍ରଭୁ: ବାଲିରେ ଶୋଭାପାଉଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ନାଗାର୍ଜୁନ ବେଶ

ପୁରୀ: କରୋନା ଏଥର ଭକ୍ତ ଓ ଭଗବାନଙ୍କ ଭିତରେ ଲକ୍ଷ୍ମଣଗାର ଟାଣିଲା । ଶ୍ରୀଜିଉଙ୍କର ଦୁର୍ଳଭ ନାଗାର୍ଜୁନ ବେଶ ଦର୍ଶନରୁ ବଞ୍ଚିତ ହେଲେ ଶ୍ରଦ୍ଧାଳୁ । କିନ୍ତୁ ବାଲିରେ ମହାପ୍ରଭୁଙ୍କ ଏହି ବୀର ବେଶକୁ ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ…

ବାଲୁକା କଳାରେ ନୂଆଁଖାଇର ଶୁଭେଚ୍ଛା ଦେଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ନିର୍ମାଣ କରି ରାଜ୍ୟବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି। ବାଲୁକା କଳାର ଏହି ଫଟୋଟି ସହ "ନୂଆଁଖାଇ…

ବାଲୁକା କଳାରେ ସ୍ୱାଧୀନତା ଦିବସର ବାର୍ତ୍ତା

ପୁରୀ: ବାଲୁକା କଳାରେ ୭୪ତମ ସ୍ୱାଧୀନତା ଦିବସର ବାର୍ତ୍ତା । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଦେଶର ଫ୍ରଣ୍ଟ ଲାଇନ୍ ଓ୍ୱାରିୟର୍ସଙ୍କୁ (ଯୋଦ୍ଧା) ସାଲ୍ୟୁଟ ଜଣାଇଛନ୍ତି । ଦେଶର…

ବାଲୁକା କଳାରେ ପ୍ଲାଜମା ଦାନ ପାଇଁ ଅପିଲ୍

ପୁରୀ: ପ୍ଲାଜମା ଦାନ କରିବା ପାଇଁ ବାଲୁକା କଳା ମାଧ୍ୟମରେ ଅପିଲ । ଏଭଳି ପ୍ରୟାସ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ବାଲୁକା କଳା ନିର୍ମାଣ କରି ସୁଦର୍ଶନ ଲେଖିଛନ୍ତି, ପ୍ଲାଜମା ଦାନ…