ମହଙ୍ଗା ପଡିଲା କୂଅ ସଫା କରିବା, ୨ ମୃତ ଜଣେ ଗୁରୁତର
ନବରଙ୍ଗପୁର: ରାଇଘର ବ୍ଲକ ଅନ୍ତର୍ଗତ ସୋନାରପାରା ଗାଁରେ ଅଭାବନୀୟ ଘଟଣା । କୁଅ ସଫା କରିବାକୁ ଯାଇ ଦୁଇଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବା ଜଣାପଡିଛି ।
ମିଳିଥିବା ସୂଚନା ଅନୁଯାୟୀ ରାଜୁ କେଉଟ ନାମକ ଜଣେ ବ୍ୟକ୍ତି ଗାଁରେ…