Latest Odisha News
Browsing Tag

Suicide Attempt

ଜମି ପାଇଁ ମିଳିତ ଅଭିଯୋଗ ଶୁଣାଣି ଶିବିରରେ ବିଷ ପିଇଲେ ଭିନ୍ନକ୍ଷମ

ବ୍ରହ୍ମପୁର: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଆତ୍ମହତ୍ୟା ଉଦ୍ୟମ । ଜଣେ ଭିନ୍ନକ୍ଷମ ସେଠାରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଭିନ୍ନକ୍ଷମ ଜଣଙ୍କ ଜେ. ବାଳକୃଷ୍ଣ ଦୋରା ତାଙ୍କ ଘର ଦିଗପହଣ୍ଡି ବ୍ଲକ ପତାଣ୍ଡ ଗାଁ…

[ଦେଖନ୍ତୁ ଭିଡିଓ] ଆତ୍ମହତ୍ୟା ପନ୍ଥା ବାଛିଥିଲେ ଯୁବତୀ, ଦେବଦୂତ ସାଜିଲେ ସିଆଇଏସ୍‌ଏଫ୍ କର୍ମୀ

ଭୁବନେଶ୍ୱର: ଆଜି ସକାଳୁସକାଳୁ ଜଣେ ଯୁବତୀ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ଏପରିକି ଆଂଶିକ ସଫଳ ମଧ୍ୟ ହୋଇଥିଲେ । ହେଲେ ବୋଧ ହୁଏ ସେହି ଯୁବତୀଙ୍କ ପାଇଁ ଦଇବ କିଛି ଭିନ୍ନ ଚିନ୍ତା କରିଥିଲା । ଯୁବତୀ ଜଣକ ଛାତରୁ ଡେଇଁଥିଲେ ସତ ହେଲେ ଜଣେ ସିଆଇଏସ୍‌ଏଫ୍ କର୍ମୀଙ୍କ ଉପସ୍ଥିତି ବୁଦ୍ଧି…

ଜଗତପୁର ବ୍ରିଜରୁ ମହାନଦୀକୁ ଡେଇଁଲେ କଲେଜ ଅଧ୍ୟାପକ

କଟକ: ଜଗତପୁର ବ୍ରିଜ ଉପରୁ ମହାନଦୀକୁ ଡେଇଁଲେ ଜଣେ କଲେଜ ଅଧ୍ୟାପକ । ତାଙ୍କ ନାଁ ଦେବାଶିଷ ଦାସ ଓ ଘର ଚାଉଳିଆଞ୍ଜରେ । ଆଜି ସକାଳେ ଏହି ଅଘଟଣ ଘଟିଛି । ଭୁବନେଶ୍ୱରର ଏକ କଲେଜରେ ଲ୍ୟାବ୍ ଆସିଷ୍ଟାଣ୍ଟ ଅଛନ୍ତି ଦେବାଶିଷ ଦାସ । ସେ ନିଖୋଜ ଅଛନ୍ତି । ଡ୍ରାଇଭର କାର୍ ଚଳାଉଥିଲେ । ବ୍ରିଜ୍…

ଦଶମ ଅଫଲାଇନ୍ ପରୀକ୍ଷା ଫର୍ମପୂରଣ ହୋଇ ନପାରିବାରୁ ମା’ ପୁଅଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲରେ ଅଭାବନୀୟ ଘଟଣା । ଦଶମ ଅଫଲାଇନ୍ ପରୀକ୍ଷା ଫର୍ମପୂରଣ ନହୋଇ ପାରିବାରୁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ମା’ ପୁଅ । ଏଭଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ୟୁନିଟ ୯ ଅଞ୍ଚଳର ଛାତ୍ର ଇମ୍ରାନ୍ ଖାନ୍ ଏବଂ ତାଙ୍କ ମା’ । ଦାନାଦାର ଧରି…

କିରୋସିନ ଢ଼ାଳି ଅଙ୍ଗନଓ୍ବାଡି କର୍ମୀଙ୍କ ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ : ଢେଙ୍କାନାଳ କାମାକ୍ଷାନଗରରେ ଅଭାବନୀୟ ଘଟଣା । କିରୋସିନ ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଅଙ୍ଗଓ୍ବାଡି କର୍ମୀ । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ଜିଲ୍ଲା ମୁଖ୍ୟ ଡାକ୍ତରଖାନ ଓ ପରେ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତାଙ୍କ…

କଂସେଇ ସାଜିଲା ମଣିଷ, ନିଆଁରେ ଜଳିଲା ମାନବିକତା !

ତାମିଲନାଡୁ: କରୋନା କହରରେ ଥରହର ସାରା ବିଶ୍ୱ । ଏଥିରୁ ଭାରତ ବାଦ୍ ପଡିବ ବା କେମିତି ? । ଭଡାଟିଆଙ୍କୁ କିଛି ମାତ୍ରାରେ ରିହାତି ଦେବାକୁ ଭାରତ ସରକାର ଘର ମାଲିକଙ୍କୁ ପରାମର୍ଶ ଦେଇଥିଲେ । ହେଲେ ଚେନ୍ନାଇରେ କିଛି ବ୍ୟତିକ୍ରମ ହେବା ପରେ ଜଣେ ବ୍ୟକ୍ତି ଆମଦାହ କରିବାକୁ ଉଚିତ ମଣିଥିଲେ ।…

କାହିଁକି ଆତ୍ମହତ୍ୟା ଉଦ୍ୟମ କଲେ ଏହି ଅଭିନେତ୍ରୀ ?

ଚେନ୍ନାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣା ମନରେ ନ ଲିଭୁଣୁ ଆଉ ଜଣେ ଅଭିନେତ୍ରୀ କରିଛନ୍ତି ଆତ୍ମହତ୍ୟା ଉଦ୍ୟମ । ରବିବାର ତାମିଲ ଅଭିନେତ୍ରୀ ବିଜୟଲକ୍ଷ୍ମୀ ଆତ୍ମହତ୍ୟା ଉଦ୍ୟମ କରିଥିଲାବେଳେ ଚେନ୍ନାଇର ଏକ ହସ୍ପିଟାଲରେ ତାଙ୍କୁ ଗୁରୁତର ଅବସ୍ଥାରେ ଆଡମିଟ୍ କରାଯାଇଛି ।…

କ୍ୱାରେଣ୍ଟାଇନ ହୋମରେ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ

ରାୟଗଡା: କ୍ୱାରେଣ୍ଟାଇନ ହୋମରେ ଥିବା ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ସ୍ଥାନୀୟ ଜିସିଡି ହାଇସ୍କୁଲରେ ହୋଇଥିବା ଅସ୍ଥାୟୀ କ୍ୱାରେଣ୍ଟାଇନ ହୋମରେ ଥିବା ବେଳେ ଜଣେ ୩୮ ବର୍ଷୀୟ ଯୁବକ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଯୁବକଙ୍କ ନାଁ ଭୂପି ପାତ୍ର । ଫିନାଇଲ ପିଇବା ପରେ ତାଙ୍କ…