Latest Odisha News

BREAKING NEWS

Browsing Tag

Suicide

ଭୁବନେଶ୍ୱରରୁ କେନ୍ଦ୍ରୀୟ ଅବକାରୀ ଅଧିକାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ହାଉସିଂବୋର୍ଡ କଲୋନୀରେ ଥିବା ଏକ ଘରୁ ରବିବାର ଦିନ ଜଣେ ଆସିଷ୍ଟାଣ୍ଟ କମିଶନର (କେନ୍ଦ୍ରୀୟ ଅବକାରୀ)ଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ନାମ ଅର୍ଜୁନ କୁମାର ଧଳ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ସେ ଆତ୍ମହତ୍ୟା…

ଭୁବନେଶ୍ୱରର ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ବଦଳି ହେଲେ କ୍ରୀଡା ଶିକ୍ଷୟିତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଗତ ୨ ଦିନ ତଳେ ଜଣେ ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ସମ୍ପୃକ୍ତ କ୍ରୀଡା ଶିକ୍ଷୟିତ୍ରୀଙ୍କୁ ଯାଜପୁର ଜିଲ୍ଲା ବ୍ୟାସନଗରର କେନ୍ଦ୍ରୀୟ ବିଦ୍ୟାଳୟକଙ୍କୁ ବଦଳି କରାଯାଇଛି । କେନ୍ଦ୍ରୀୟ…

ଭୁବନେଶ୍ୱରର ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ଡିସି ଅଫିସ୍ ଘେରିଲେ ଅଭିଭାବକ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାକୁ ନେଇ ଅଭିଭାବକମାନେ ଶନିବାର ଦିନ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନର ଡେପୁଟି କମିଶନରଙ୍କ କାର୍ଯ୍ୟାଳୟକୁ ଘେରାଉ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଗତ ଶୁକ୍ରବାର ଦିନ…

ଭୁବନେଶ୍ୱରରେ ମହିଳା ବ୍ୟାଙ୍କ ମ୍ୟାନେଜରଙ୍କ ଆତ୍ମହତ୍ୟା ଅଭିଯୋଗ

ଭୁବନେଶ୍ୱର: ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ହାଉସିଂବୋର୍ଡ କଲୋନୀରେ ଥିବା ଏକ ଭଡାଘରେ ଜଣେ ମହିଳା ବ୍ୟାଙ୍କ ମ୍ୟାନେଜର ଗୁରୁବାର ଦିନ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ରଞ୍ଜିତା ରାଓ ଏବଂ ସେ ଅଶୋକ ନଗର ସ୍ଥିତ ୟୁକୋ ବ୍ୟାଙ୍କ ଶାଖାରେ ବରିଷ୍ଠ ବ୍ୟାଙ୍କ ମ୍ୟାନେଜର ଭାବେ…

ଭୁବନେଶ୍ବରରେ ମହିଳା ଆଇନଜୀବୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: ଭୁବନେଶ୍ବରର ଧଉଳି ଥାନା ଅନ୍ତର୍ଗତ ଇନ୍ଦିରା କଲୋନୀସ୍ଥତ ଏକ ଘର ମଧ୍ୟରୁ ଜଣେ ମହିଳା ଆଇନଜୀବୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଦୀପାଳି ପ୍ରିୟଦର୍ଶୀନୀ ଜେନା ହୋଇଥୀବା ବେଳେ ସେ ନିଜ ମା’ ଓ ଦୁଇ ଭଉଣୀଙ୍କ ସହ ରହୁଥୀଲେ। ଖବର ପାଇ…

ନବୀନ ନିବାସ ସମ୍ମୁଖରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନିକଟରେ ଶନିବାର ଦିନ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିବା ଭଳି ଘଟଣା ନଜରକୁ ଆସିଛି । ସମ୍ପୃକ୍ତ ଯୁବକଙ୍କ ନାମ ରଘୁନାଥ ଓଝା (୩୮) ବୋଲି ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ରଘୁନାଥ ନିଜ ଦେହରେ ପେଟ୍ରୋଲ୍ ଢାଳି ଆତ୍ମହତ୍ୟା…

ବିଶ୍ୱକପ୍ ପରାଜୟରେ ମର୍ମାହତ ହୋଇ ଓଡ଼ିଆ ଯୁବକଙ୍କ ଆତ୍ମହତ୍ୟା

ଭବାନୀପାଟଣା : ଚଳିତ ଏକଦିବସୀୟ କ୍ରିକେଟ୍ ବିଶ୍ୱକପର ପ୍ରଥମ ସେମିଫାଇନାଲରେ ଟିମ୍ ଇଣ୍ଡିଆ ପ୍ରତିପକ୍ଷ ନ୍ୟୁଜିଲାଣ୍ଡ ଠାରୁ ପରାଜିତ ହେବାପରେ ଅନେକ କ୍ରୀଡାପ୍ରେମୀ ମର୍ମାହତ ହୋଇପଡିଥିଲେ । ଭାରତର ଏଭଳି ପରାଜୟ ପରେ କଳାହାଣ୍ଡିର ଜଣେ ଯୁବ କ୍ରିକେଟ୍ ପ୍ରେମୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ…

ମ୍ୟାଟ୍ରିକ ପରୀକ୍ଷାରେ ବିଫଳ ହୋଇ ଛାତ୍ରଙ୍କ ଆତ୍ମହତ୍ୟା ଅଭିଯୋଗ

ବାଲେଶ୍ୱର : ବାଲେଶ୍ୱରର ବସ୍ତା ବ୍ଲକସ୍ଥିତ ପୁଣ୍ଡରୁଙ୍ଗି ଗ୍ରାମରେ ଜଣେ ଛାତ୍ର ମାଟ୍ରିକ୍ ପରୀକ୍ଷାରେ ବିଫଳ ହେବା ଫଳରେ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଛାତ୍ର ଜଣଙ୍କ ନାମ ଶଙ୍କର୍ଷଣ ସେଠୀ ଏବଂ ସେ ସଦର ବ୍ଲକ ମାଣ୍ଡୁରୁକୁଲା ଗାନ୍ଧିଜୀ ହାଇସ୍କୁଲରେ ପାଠ ପଢ଼ୁଥିବା…