Latest Odisha News

BREAKING NEWS

Browsing Tag

Sukinda Tehsildar Suspended

ବିନା ମାସ୍କରେ ଭାଇ ବାହାଘରରେ ନାଗିନ୍ ଡ୍ୟାନ୍ସ କରିଥିବା ତହସିଲଦାର ନିଲମ୍ବିତ

ଭୁବନେଶ୍ୱର: ତହସିଲଦାରଙ୍କୁ ମହଙ୍ଗା ପଡ଼ିଲା କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ । ବିନା ମାସ୍କରେ ଭାଇ ବାହାଘରରେ ଡ୍ୟାନ୍ସରେ ମତୁଆଲା ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାର ବୁଲବୁଲ ବେହେରା ସସପେଣ୍ଡ ହୋଇଛନ୍ତି । ତାଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ମେ ୨୧ ତାରିଖରେ…