Latest Odisha News

BREAKING NEWS

Browsing Tag

sukinda

ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ ପକ୍ଷରୁ ସୁକିନ୍ଦାର ଦୁଇଟି କଲେଜକୁ ଲାଇବ୍ରେରୀ ବିଲ୍ଡିଂ ଉତ୍ସର୍ଗ

ସୁକିନ୍ଦା/ଡୁବୁରୀ: ଗୋଷ୍ଠୀ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇ ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ ଯାଜପୁର ଜିଲ୍ଲା ଡୁବୁରୀରେ ଏକ ସର୍ବସାଧାରଣ ଶୌଚାଳୟ ଏବଂ ସୁକିନ୍ଦା କଲେଜ ଓ ହରିପୁର ସ୍ଥିତ ଭାରତୀ ବିହାର ଡିଗ୍ରୀ ମହାବିଦ୍ୟାଲୟରେ ଦୁଇଟି ଲାଇବ୍ରେରୀ ବ୍ଲକକୁ ଉତ୍ସର୍ଗ କରିଛି । ଏହି…

ସୁକିନ୍ଦା ଗଣଦୁଷ୍କର୍ମ ମାମଲା: ମୁଖ୍ୟ ଅଭିଯୁକ୍ତ ଗିରଫ

ଯାଜପୁର : ସୁକିନ୍ଦା ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ସୁକିନ୍ଦା ପୋଲିସ ଏବଂ କପିଳାସ ପୋଲିସ ମିଳିତ ଭାବେ ଢେଙ୍କାନାଳ ସ୍ଥିତ କପିଳାସରୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ନାମ ସବ୍ୟସାଚୀ ବେଉରା ବୋଲି ଜଣାପଡିଛି । ପୀଡ଼ିତାଙ୍କ ବାପା ସୁକିନ୍ଦା ଥାନାରେ ଲିଖିତ ଅଭିଯୋଗ କରିବା…

ସୁକିନ୍ଦା ଗଣଦୁଷ୍କର୍ମ ମାମଲା: ୪୮ ଘଣ୍ଟାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ବିଜେପିର ଚେତାବନୀ

ଯାଜପୁର: ଯାଜପୁର ଜିଲ୍ଲା ଅନ୍ତର୍ଗତ ସୁକିନ୍ଦା ପୋଲିସ ଷ୍ଟେସନକୁ ଗୁରୁବାର ଦିନ ବିଜେପି ପକ୍ଷରୁ ଘେରାଉ କରାଯାଇଛି । ପୂର୍ବଦିନ ସନ୍ଧ୍ୟାରେ ଏଠାରେ ହୋଇଥିବା ଗଣଦୁଷ୍କର୍ମ ଘଟଣାରେ ସଂପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ୪୮ ଘଣ୍ଟା ମଧ୍ୟରେ ଗିରଫ କରିବାକୁ ଦାବି କରି ବିଜେପି କର୍ମୀମାନେ ଥାନା…