Latest Odisha News
Browsing Tag

Sulochana das

ଗ୍ରାଉଣ୍ଡରେ ସ୍ଥିତି ପରଖିଲେ ବିଏମସି ମେୟର

ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଗତକାଲି ଭୁବନେଶ୍ୱରରେ ବର୍ଷା ହୋଇଥିଲା । ରାତିରୁ ସକାଳ ଯାଏ ବି ବର୍ଷା ହୋଇଛି । ଏହାପରେ ସକାଳୁ ସକାଳୁ ଗ୍ରାଉଣ୍ଡରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି ମେୟର ସୁଲୋଚନା ଦାସ । ଭୁବନେଶ୍ୱରେର ପାଣି ଜମୁଥିବା ତଳିଆ…

୩ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ରାଜ୍ୟର ୩ ମହାନଗର ନିର୍ବାଚନ ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଭୁବନେଶ୍ୱର ମହାନଗର ନିଗମ ପାଇଁ ସୁଲୋଚନା ଦାସଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସୁଲୋଚନା ଦାସ ଏବେ ଭିନ୍ନକ୍ଷମ କମିସନର ଅଧ୍ୟକ୍ଷ ଅଛନ୍ତି । ସେହିପରି ବ୍ରହ୍ମପୁର…

ଦିବ୍ୟାଙ୍ଗ ଯୁବତୀଙ୍କୁ ଯୌନ ନିର୍ଯାତନା ଘଟଣା, ଯିଏ ଦୋଷୀ ସେ ଦଣ୍ଡ ପାଇବ:କମିଶନ ଅଧ୍ୟକ୍ଷା 

ଭୁବନେଶ୍ୱର: ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ନିର୍ଯାତନା ଘଟଣା । ଏନେଇ ତଦନ୍ତ ଜାରି ରହିଛି । ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା ସୁଲୋଚନା ଦାସ ଆଜି ଘଟଣାସ୍ଥଳରେ ପହଁଞ୍ଚିଛନ୍ତି । ସେ ଘଟଣାର ଅନୁଧ୍ୟାନ କରୁଛନ୍ତି । ଘଟଣାରେ ଯିଏ ଦୋଷୀ ସେ ଦଣ୍ଡ ପାଇବ । ଏହା ଅତ୍ୟନ୍ତ ଲଜ୍ଜ୍ୟାଜନକ କଥା…