Latest Odisha News

BREAKING NEWS

Browsing Tag

SUM COVID19 Hospital

ରାଜ୍ୟରେ ସଫଳ ହେଲା ପ୍ଲାଜମା ଥେରାପି

ଭୁବନେଶ୍ୱର: ଓଡିଶାରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ସଫଳ ହୋଇଛି ପ୍ଲାଜମା ଥେରାପି । ବର୍ତ୍ତମାନ ପ୍ଲାଜମା ଥେରାପିରେ ଥିବା ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ୪ ଜଣଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଦେଖାଦେଇଛି । ସେମାନେ ପୂର୍ବରୁ ଅମ୍ଲଜାନ ସହାୟତା ଆବଶ୍ୟକ କରୁଥିଲେ, ହେଲେ…

ସମ୍ କୋଭିଡ ହସ୍ପିଟାଲ୍ ଡାକ୍ତରଙ୍କ ସଫଳତା: କରୋନା ଓ ଅନ୍ୟ ଦୁଃସାଧ୍ୟ ରୋଗରୁ ସୁସ୍ଥ ହେଲେ ମହିଳା

ଭୁବନେଶ୍ୱର: କରୋନା ମୁକ୍ତ ହେଲେ, ଦୁଃସାଧ୍ୟ ବ୍ୟାଧିରୁ ବି ସୁସ୍ଥ ହୋଇ ଘରକୁ ଫେରିଲେ । ସମ୍ କୋଭିଡ ହସ୍ପିଟାଲର ଡାକ୍ତରମାନଙ୍କ ନିରବଚ୍ଛିନ୍ନ ସେବା ଓ ଆପ୍ରାଣ ଉଦ୍ୟମ ଫଳରେ ନୂଆ ଜୀବନ ପାଇଛନ୍ତି କରୋନା ତଥା ଏକ ବିରଳ ରୋଗର ଶିକାର ହୋଇଥିବା ଜଣେ ମହିଳା । ୪୦ ବର୍ଷିୟା ଏହି ମହିଳା ଜଣକ…

କରୋନାକୁ ହରାଇଲେ ଯାଜପୁରର ୮୫ ବର୍ଷର ବୃଦ୍ଧା

ଭୁବନେଶ୍ୱର : ରାଜ୍ୟର ସବୁଠୁ ବୟସ୍କ କୋଭିଡ୍ ଆକ୍ରାନ୍ତ ସୁସ୍ଥ ହେଲେ । ସମ୍ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଯାଜପୁରର ୮୫ ବର୍ଷୀୟ ବୃଦ୍ଧା ସୁସ୍ଥ ହେବା ପରେ ଡିସ୍‌ଚାର୍ଜ ହୋଇଛନ୍ତି । ବୃଦ୍ଧାଙ୍କର ଓଜନ ଥିଲା ମାତ୍ର ୨୨ କିଲୋଗ୍ରାମ । ତାଙ୍କୁ ନେଇ ଡାକ୍ତରଙ୍କର ଅନେକ ଆଶଙ୍କା…

ଲକ୍ ଡାଉନ ଡାଏରୀ: ଲୋକଙ୍କ ସ୍ୱାସ୍ଥ୍ୟରକ୍ଷା ପାଇଁ ତତ୍ପର ଅଛନ୍ତି ସୋଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାତା ଅଧ୍ୟକ୍ଷ…

ଭୁବନେଶ୍ୱର: ଦେଶର ଏକ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ଭାବେ ସୋଆ ବା ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ବେଶ୍ ନାଁ ରହିଛି । ତେବେ ଦିନ ରାତି ଏକ କରି ଏତେ ବଡ ବିଶ୍ୱବିଦ୍ୟାଳୟ ସହ ସମ୍ ହସ୍ପିଟାଲ ଠିଆ କରି ସଫଳଭାବରେ ପରିଚାଳନା କରିବାରେ ପ୍ରମୁଖ ଭୁମିକା ରହିଛି ଏହାର ପ୍ରତିଷ୍ଠାତା ତଥା…