Latest Odisha News

BREAKING NEWS

Browsing Tag

SUM Hospital

ଅଙ୍ଗଦାନ: ମୃତ୍ୟୁ ପରେ ବି ୮ଟି ଜୀବନ ରକ୍ଷା କରିପାରିବ ମଣିଷ

ଭୁବନେଶ୍ୱର: ୧୫ ବର୍ଷର ଝିଅର ମୃତ୍ୟୁ ସୁନିଶ୍ଚିତ ଜାଣିବା ପରେ ଯଦିଓ ବାପା-ମା’ଙ୍କର ପାଦ ତଳୁ ମାଟି ଖସି ଯାଇଥିଲା ତଥାପି ସେମାନେ ଧୈର୍ଯ୍ୟ ହରାଇ ନଥିଲେ ବରଂ ସେହି ମୁହୂର୍ତ୍ତରେ ଅନ୍ୟ କାହାର ଜୀବନ ବଂଚାଇବା ନେଇ ମନକୁ ଦୃଢ଼ କରିଥିଲେ । ସେମାନେ ଝିଅର ମୃତ୍ୟୁ ପରେ ତା’ର ୨ଟି ବୃକକ୍ ଦାନ…

ଶିଶୁମାନଙ୍କ ପାଇଁ ଓଆର୍‌ଏସ୍ ଭ୍ୟାକ୍ସିନ୍ ସଦୃଶ

ଭୁବନେଶ୍ୱର: ବର୍ଷା ଦିନେ ଶିଶୁମାନଙ୍କ କ୍ଷେତ୍ରରେ ଡାଇରିଆ ଓ ଡିସେନ୍‌ଟ୍ରି ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇଥାଏ । ଅନେକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି । ତେବେ ଏହି ସମୟରେ ସେମାନଙ୍କୁ ଉପଯୁକ୍ତ ପରିମାଣର ଓରାଲ ରିହାଇଡ୍ରେସନ ସଲ୍ୟୁସନ୍…

ସମ ହସ୍ପିଟାଲ୍‌ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମାନସିକ ରୋଗ ବିଭାଗରେ ବୁଧବାର ଏକ ‘ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍‌’ ଉଦ୍‌ଘାଟିତ ହୋଇଯାଇଛି । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର, ଆଇଏମ୍‌ଏସ୍ ଆଣ୍ଡ ସମ୍…

ଇଏନ୍‌ଟି ସମସ୍ୟା ନିମନ୍ତେ ସମ୍ ହସ୍ପିଟାଲ୍‌ରେ ଆରମ୍ଭ ହେଲା ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା

ଭୁବନେଶ୍ୱର: ଜନସାଧାରଣଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ସମ୍ପନ୍ନ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାର ଧାରା ଅବ୍ୟାହତ ରଖି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର କର୍ଣ୍ଣ, ନାସା ଓ ଗଳା ବିଭାଗରେ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଏଣ୍ଡାସ୍କୋପି ଓ ଷ୍ଟ୍ରୋବୋସ୍କୋପି…

ଭାରତରେ ବର୍ଷକୁ ରକ୍ତ କର୍କଟ ରୋଗର ଶିକାର ହେଉଛନ୍ତି ୧ ଲକ୍ଷ ଲୋକ

ଭୁବନେଶ୍ୱର: ରକ୍ତ କର୍କଟ ସମସ୍ୟା ଏକ ଜଟିଳ ବ୍ୟାଧି । ଭାରତରେ ବର୍ଷକୁ ୧ ଲକ୍ଷ ଲୋକ ରକ୍ତ କର୍କଟ ରୋଗରେ ଚିହ୍ନଟ ହେଉଛନ୍ତି । ତେବେ ଉପଯୁକ୍ତ ଚିକିତ୍ସା ଏବଂ ଦୃଢ଼ମନୋବଳ ଦ୍ୱାରା ଏହି ରୋଗକୁ ପରାସ୍ତ କରିହେବ ବୋଲି ବିଶ୍ୱ ରକ୍ତ କର୍କଟ ଦିବସ ଅବସରରେ ବିଶେଷଜ୍ଞମାନେ ମତ ଦେଇଛନ୍ତି ।…

ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍‌ର ଅଭ୍ୟୁଦୟ ଚିକିତ୍ସା କ୍ଷେତ୍ରରେ ପ୍ରଭାବ ପକାଉଛି

ଭୁବନେଶ୍ୱର: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ ଯୋଗୁଁ ଏକ ସ୍ୱତନ୍ତ୍ର କ୍ଲିନିକାଲ୍ ଏବଂ ବୈଜ୍ଞାନିକ ଶାଖା ଭାବେ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍‌ର ଅଭ୍ୟୁଦୟ ଫଳରେ ଚିକିତ୍ସା କ୍ଷେତ୍ରରେ ଗତ ଏକ ଦଶନ୍ଧି ମଧ୍ୟରେ ପ୍ରଭୂତ ଉନ୍ନତି ଘଟିଛି ବୋଲି ଶୁକ୍ରବାର…

ଯକ୍ଷ୍ମା ରୋଗ ଏକ ବଡ଼ ଆହ୍ୱାନ, ଏହା ସ୍ୱୀକାର କରି ନିରାକରଣ ଦିଗରେ କାର୍ଯ୍ୟ କରିବାକୁ ପଡ଼ିବ: ଡିଏମ୍‌ଇଟି

ଭୁବନେଶ୍ୱର: ଯକ୍ଷ୍ମା ରୋଗ ଏବେ ମଧ୍ୟ ଏକ ସମସ୍ୟା ହୋଇ ରହିଛି । ଏହା ଆମ ପାଇଁ ଏକ ବଡ଼ ଆହ୍ୱାନ ଏବଂ ଏହାକୁ ସ୍ୱୀକାର କରି ଯକ୍ଷ୍ମା ନିରାକରଣ ଦିଗରେ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ଓଡ଼ିଶାର ସରକାରଙ୍କ ଡାଇରେକ୍ଟର ଅଫ୍ ମେଡିକାଲ୍ ଏଜୁକେସନ୍ ଆଣ୍ଡ ଟ୍ରେନିଙ୍ଗ୍ (ଡିଏମ୍‌ଇଟି) ପ୍ରଫେସର…

ସମ୍ ହସ୍ପିଟାଲ୍‌ରେ ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଣ୍ଟ ଟିବି ସେଣ୍ଟର

ଭୁବନେଶ୍ୱର: ଯକ୍ଷ୍ମା ରୋଗରେ ପୀଡ଼ିତ ଥିବା ରୋଗୀଙ୍କୁ ଉତମ ଚିକିତ୍ସା ଯୋଗାଇ ଦେବା ଲକ୍ଷ୍ୟରେ ସମ୍ ହସ୍ପିଟାଲ୍‌ରେ ଖୁବ୍ ଶୀଘ୍ର ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଣ୍ଟ ଟିବି ସେଣ୍ଟର । ଏହି ସେଣ୍ଟରରେ କେବଳ ଯକ୍ଷ୍ମା ରୋଗ ନିମନ୍ତେ ଉପଲବ୍ଧ ଔଷଧ ଏହି ରୋଗରେ ପୀଡ଼ିତ ରୋଗୀଙ୍କୁ କାମ କରୁନଥିବା…

ଏନ୍‌ସେଫାଲୋସେଲେସରେ ପୀଡ଼ିତ ୪ ବର୍ଷ ଶିଶୁର ବିରଳ ଅସ୍ତ୍ରୋପଚାରରେ ସଫଳ ହେଲେ ସମ୍ ସର୍ଜନ୍‌

ଭୁବନେଶ୍ୱର: ଏକ ଚାରି ବର୍ଷ ଶିଶୁର ବିରଳ ଅସ୍ତ୍ରୋପଚାର କରି ତାକୁ ସୁସ୍ଥ କରିବାରେ ସଫଳ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ସର୍ଜନ୍ । ୪ ବର୍ଷର ଶିଶୁଟିର ଏକ ଜନ୍ମଗତ ତ୍ରୁଟି ଯୋଗୁଁ ମସ୍ତିଷ୍କର କିଛି…

କିଡ୍‌ନୀ ଜନିତ ସମସ୍ୟାରୁ ଦୂରେଇ ରହିବା ପାଇଁ ଜୀବନଶୈଳୀରେ ପରିବର୍ତ୍ତନ ଆବଶ୍ୟକ

ଭୁବନେଶ୍ୱର: ଭାରତରେ ପ୍ରତି ୧ ଲକ୍ଷରେ ୮୦ ଜଣ ବ୍ୟକ୍ତି କିଡ୍‌ନୀ ଜନିତ ସମସ୍ୟାରେ ପୀଡ଼ିତ ଥିବା ବେଳେ ସାରା ବିଶ୍ୱରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ପ୍ରାୟ ୮୦ କୋଟିରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୫୦ ପ୍ରତିଶତ ରୋଗୀ ଅବସ୍ଥା ଜଟିଳ ହେବା ସମୟରେ ହସ୍ପିଟାଲ୍‌କୁ ଆସିଥାନ୍ତି । ତେଣୁ କିଡ୍‌ନୀ…