ସମରେ ଯୋଗ ଦେଲେ ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ
ଭୁବନେଶ୍ୱର: ବିଶିଷ୍ଟ ଶିଶୁରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍)ର ଶିଶୁ ରୋଗ ବିଭାଗରେ ସିନିୟର କନ୍ସଲ୍ଟାଂଟ ଭାବେ ଯୋଗ ଦେଇଛନ୍ତି।
ଭିଏସ୍ଏସ୍ ମେଡିକାଲ କଲେଜ ବୁର୍ଲାର ଛାତ୍ର ଡଃ ଦେ ବନାରସ ହିନ୍ଦୁ ୟୁନିଭର୍ସିଟି, ବାରଣାସୀରୁ ଶିଶୁ ରୋଗ…