Latest Odisha News

BREAKING NEWS

Browsing Tag

SUM Hospital

ସମରେ ଯୋଗ ଦେଲେ ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ

ଭୁବନେଶ୍ୱର: ବିଶିଷ୍ଟ ଶିଶୁରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍‌)ର ଶିଶୁ ରୋଗ ବିଭାଗରେ ସିନିୟର କନ୍‌ସଲ୍‌ଟାଂଟ ଭାବେ ଯୋଗ ଦେଇଛନ୍ତି। ଭିଏସ୍‌ଏସ୍ ମେଡିକାଲ କଲେଜ ବୁର୍ଲାର ଛାତ୍ର ଡଃ ଦେ ବନାରସ ହିନ୍ଦୁ ୟୁନିଭର୍ସିଟି, ବାରଣାସୀରୁ ଶିଶୁ ରୋଗ…

ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଆରିଥ୍‌ମିଆ ଚିକିତ୍ସା ଉପଲବ୍ଧ

ଭୁବନେଶ୍ୱର: ହୃଦ୍‌ସ୍ପନ୍ଦନରେ ସମସ୍ୟା ସୃଷ୍ଟି କରୁଥିବା ବ୍ୟାଧି ଆରିଥ୍‌ମିଆର ଚିକିତ୍ସା ଏବେ ସମ୍ ଅଲଟିମେଡ କେୟାରରେ ଉପଲବ୍ଧ । ଓଡ଼ିଶାର ପ୍ରଥମ କର୍ପୋରେଟ୍ ହସ୍ପିଟାଲ୍ ଭାବେ ସମସ୍ତ ଅତ୍ୟାଧୁନିକ ଉପକରଣ ସହ ସ୍ୱତନ୍ତ୍ର ଇଲେକ୍ଟ୍ରୋଫିଜିଓଲୋଜି ଲାବାରୋଟୋରି ସମ୍ମମ୍‌ରେ ଆରମ୍ଭ ହୋଇଛି ।…

ରାତି ପାହିଲେ ଟିକାକରଣ, ଶୁଭାରମ୍ଭ ନିମନ୍ତେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ପ୍ରସ୍ତୁତ

ଭୁବନେଶ୍ୱର: ବହୁ ପ୍ରତିକ୍ଷିତ କୋଭିଡ୍‌-୧୯ ଟିକାକରଣର ଶୁଭାରମ୍ଭ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ପ୍ରସ୍ତୁତି ପ୍ରକ୍ରିୟା ଶେଷ ହୋଇଛି । ଟିକାକରଣ ନିମନ୍ତେ ରାଜଧାନୀରେ ୬ଟି ସ୍ୱାସ୍ଥ୍ୟ…

ସମ୍ ଅଲ୍ଟିମେଟ୍ ମେଡିକେୟାରରେ ସିଭିଟିଏସ୍ ସର୍ଜନଙ୍କ ଯୋଗଦାନ

ଭୁବନେଶ୍ୱର: ବିଶିଷ୍ଟ କାର୍ଡିଓଭାସ୍କୁଲାର ଥୋରାସିକ୍ ସର୍ଜନ ଡଃ ବନ ବିହାରୀ ମିଶ୍ର ସିନିୟର କନ୍‌ସଲ୍‌ଟାନ୍‌ଟ ଭାବେ ସମ୍ ଅଲ୍ଟିମେଟ ମେଡିକେୟାରରେ ଯୋଗ ଦେଇଛନ୍ତି। ଡଃ ମିଶ୍ରଙ୍କର ବିଭିନ୍ନ କର୍ପୋରେଟ୍ ହସ୍ପିଟାଲ୍‌ରେ ୧୩ ବର୍ଷର କାର୍ଯ୍ୟ କରିବା ଅଭିଜ୍ଞତା ରହିଥିବା ବେଳେ ସେ ବାଇପାସ୍…

୧୨ ମାସ ଶିଶୁର ଖାଦ୍ୟନଳୀରୁ ସେଫ୍ଟିପିନ୍ ବାହାର କଲେ ସମ୍ ଅଲ୍ଟିମେଟ୍‌ର ସର୍ଜନ

ଭୁବନେଶ୍ୱର : ଏକ ବର୍ଷ ଶିଶୁର ଖାଦ୍ୟନଳୀରୁ ଗୋଟିଏ ଖୋଲା ସେଫ୍ଟିପିନ୍ ବାହାର କରି ପିଲାଟିର ଜୀବନ ବଂଚାଇବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ଡାକ୍ତର । ଏକ ବର୍ଷର ଶିଶୁର ଅୟାଂଶ କୁମାର ରାଉତର ପରିବାରବର୍ଗ ତା’ର ପ୍ରଥମ ଜନ୍ମଦିନ ପାଳନ କରିବାରେ ବ୍ୟସ୍ତ ରହିଥିବା ବେଳେ…

୯୦% ନଷ୍ଟ ଫୁସଫୁସକୁ ଇକ୍‌ମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର

ଭୁବନେଶ୍ୱର: କୋଭିଡ୍‌-୧୯ ସଂକ୍ରମିତ ହେଲେ ଅନେକ କ୍ଷେତ୍ରରେ ସଂକ୍ରମିତଙ୍କ ଫୁସଫୁସ ଅଧିକ ମାତ୍ରାରେ ଆକ୍ରାନ୍ତ ହେଉଛି। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଏଭଳି ଜଣେ କରୋନା ସଂକ୍ରମିତଙ୍କର ଚିକିତ୍ସା ଇକ୍‌ମୋ ସର୍ଭାଇଭର୍ ପଦ୍ଧତିରେ କରାଯାଇ ତାଙ୍କୁ…

କରୋନା ସଂକ୍ରମଣରୁ ସୁସ୍ଥ ହେଲେ ୯୭ ବର୍ଷୀୟ ବୟୋଜ୍ୟେଷ୍ଠ ବ୍ୟକ୍ତି

ଭୁବନେଶ୍ୱର: କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି ୯୭ ବର୍ଷୀୟ ବୟୋଜ୍ୟେଷ୍ଠ ବ୍ୟକ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ନଟବର ଦାଶ। କଟକ ଜିଲ୍ଲା କିଶୋର ନଗର ଅଂଚଳର ନଟବର କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତି ହୋଇଥିଲେ । ତାଙ୍କର ଶ୍ୱାସ…

ଚଳିତ ମାସରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଦ୍ୱିତୀୟ ଯକୃତ ପ୍ରତ୍ୟାରୋପଣ

ଭୁବନେଶ୍ୱର: ଚଳିତ ମାସ ଶେଷ ସୁଦ୍ଧା ଦ୍ୱିତୀୟ ଯକୃତ ପ୍ରତ୍ୟାରୋପଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରାଯାଇଛି । ପୂର୍ବରୁ ଗତ ମାର୍ଚ୍ଚ ମାସରେ ଲିଭିଙ୍ଗ ଡୋନର୍ ଯକୃତ ପ୍ରତ୍ୟାରୋପଣ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍…

ସମ୍ କୋଭିଡ ହସ୍ପିଟାଲ୍‌ରେ କରୋନାକୁ ପରାସ୍ତ କଲେ ୯୬ ଓ ୮୮ ବର୍ଷର ଦମ୍ପତି 

ଭୁବନେଶ୍ୱର: ଏକା ସଂଗେ କରୋନା ସଂକ୍ରମିତ ହେଲେ, ଏକା ସଂଗେ ଏହି ମହାମାରୀକୁ ପରାସ୍ତ ମଧ୍ୟ କଲେ ବୟୋଜ୍ୟେଷ୍ଠ ଦମ୍ପତି । ୯୬ ଓ ୮୮ ବର୍ଷର ଦମ୍ପତି ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୯୬ ବର୍ଷୀୟ ବୈଦ୍ୟନାଥ ପରିଡା ଓ ତାଙ୍କ ପତ୍ନୀ ୮୮ ବର୍ଷୀୟା ଶକୁନ୍ତଳା ପରିଡା ଏକା…

୧୨ ମାସ ଶିଶୁର ଶ୍ୱାସନଳୀରୁ ବାହାରିଲା ଆତ ମଞ୍ଜି

ଭୁବନେଶ୍ୱର: ଜଣେ ୧୨ ମାସର ଶିଶୁର ଶ୍ୱାସନଳୀରୁ ଏଣ୍ଡୋସ୍କୋପିକ୍ ପଦ୍ଧତିରେ ବାହାର କରାଯାଇଛି ଆତ ମଞ୍ଜି । ଏହି ମଞ୍ଜି ଅଟକିଥିବା ଯୋଗୁଁ  ଶିଶୁର ଜୀବନ ସଙ୍କଟାପନ୍ନ ହୋଇପଡିଥିଲା। ସମ୍ ଅଲ୍ଟିମେଟ୍ ମେଡିକେୟାର ସର୍ଜନଙ୍କ ଦ୍ୱାରା ସଫଳତାର ସହ ଏହି ଜଟିଳ ଅସ୍ତ୍ରୋପଚାର ସମ୍ପାଦିତ ହୋଇଛି।…