Latest Odisha News
Browsing Tag

SUM

ସମ୍ ହସ୍ପିଟାଲ୍‌ରେ ‘ଜାତୀୟ ଫୋରେନ୍‌ସିକ୍ ମେଡିସିନ୍ ଡେ’ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ‘ଜାତୀୟ ଫୋରେନ୍‌ସିକ୍ ମେଡିସିନ୍ ଡେ’ ପାଳିତ ହୋଇଯାଇଛି । ଶୁକ୍ରବାର ଏକ ନିରନ୍ତର ମେଡିକାଲ୍ ଏଜୁକେସନ୍ (ସିଏମ୍‌ଇ) କାର୍ଯ୍ୟକ୍ରମରେ ଫୋରେନ୍‌ସିକ୍ ମେଡିସିନ୍…

ସମ୍ ଅଲ୍ଟିମେଟ୍‌ରେ ଆନ୍ତର୍ଜାତୀୟ ନର୍ସେସ୍ ଦିବସ

ଭୁବନେଶ୍ୱର: ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶୁକ୍ରବାର ଆନ୍ତର୍ଜାତିକ ନର୍ସେସ୍ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମ୍ମମ୍‌ର ସିଇଓ ଡକ୍ଟର ଶ୍ୱେତପଦ୍ମା ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନର୍ସମାନେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେଏକ ଅବିଚ୍ଛେଦ୍ୟ ଅଙ୍ଗ ବୋଲି କହିଥିଲେ । ସେମାନେ…

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ଲୁପସ୍ ଏକ ସଂକ୍ରମକ ରୋଗ ନୁହେଁ । ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ…

ପାର୍କିନ୍‌ସନ୍ ରୋଗୀଙ୍କ କ୍ଷେତ୍ରରେ ସଚେତନତା ଆବଶ୍ୟକ: ପ୍ରଫେସର ମହାପାତ୍ର

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ନ୍ୟୁରୋଲୋଜି ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ବିଶ୍ୱ ପାର୍କିର୍ନ୍‌ସନ୍ ଦିବସ ପାଳିତ ହୋଇଯାଇଛି । ଏହି ରୋଗ ସମ୍ପର୍କରେ ଲୋକମାନଙ୍କୁ ସଚେତନ କରିବା…

ସମ୍ମମ୍‌ରେ ମେକାନିକାଲ୍ ଭେଣ୍ଚିଲେସନ୍ ସମ୍ପର୍କିତ ଜାତୀୟ କର୍ମଶାଳା ଉଦ୍‌ଘାଟିତ

ଭୁବନେଶ୍ୱର: ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ମେକାନିକାଲ୍ ଭେଣ୍ଟିଲେସନ୍‌କୁ ନେଇ ଆରମ୍ଭ ହୋଇଥିବା ଦୁଇ ଦିନିଆ ଜାତୀୟ କର୍ମଶାଳାରେ ସାମିଲ ହୋଇଛନ୍ତି ଦେଶର ୭୩ ଜଣ ଡାକ୍ତର ଓ ଇନ୍‌ଟେନ୍ସିଭି୍‌ଷ୍ଟସ । ଏହି କର୍ମଶାଳାରେ ଯୋଗ ଦେଇଥିବା ପ୍ରତିନିଧିମାନଙ୍କୁ ଫ୍ୟାକଲ୍ଟିମାନଙ୍କ…

ସମ୍‌ରେ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ବୁଧବାର ଦିନ ଏକ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ ହୋଇଯାଇଛି । ମେଡିକାଲ୍ ଛାତ୍ରଛାତ୍ରୀମାନଙ୍କର ଶିକ୍ଷା ଗ୍ରହଣ…

ହାରୁଛି କରୋନା; ସମ୍ କୋଭିଡ ହସ୍ପିଟାଲ୍‌ରୁ ପୁଣି ସୁସ୍ଥ ହେଲେ ୮୪ ବର୍ଷୀୟା ବୃଦ୍ଧା

ଭୁବନେଶ୍ୱର : ପୁଣି ପରାସ୍ତ ହେଲା କରୋନା । ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଲେ ୮୪ ବର୍ଷୀୟା ବୃଦ୍ଧା । ପୁରୁଣା ଭୁବନେଶ୍ୱର ଅଂଚଳର ଶ୍ରୀମତି ଶୈଳବାଳା ଦାସ ଗୁରୁବାର ଦିନ କରୋନା ସଂକ୍ରମଣରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତାଙ୍କର ଉଚ୍ଚ ରକ୍ତଚାପ ଏବଂ ଗ୍ୟାଷ୍ଟ୍ରିକ୍…

ସମ୍ ହସ୍ପିଟାଲ୍‌ର ୫ଟି ବିଭାଗ ଏକ ନମ୍ବର : ଟାଇମ୍‌ସ ସର୍ଭେ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ୫ଟି ବିଭାଗ ଟାଇମ୍‌ସ ହେଲ୍‌ଥ ସର୍ଭେରେ ସ୍ଥାନୀୟ ଭାବେ ଏକ ନମ୍ବର ସ୍ଥାନ ହାସଲ କରିଛି । ଏହି ସର୍ଭେ ଅନୁଯାୟୀ ପ୍ରାଇଭେଟ୍‌/କର୍ପୋରେଟ୍…

ସମ୍ କୋଭିଡ ହସ୍ପିଟାଲ୍ ଡାକ୍ତରଙ୍କ ସଫଳତା: କରୋନା ଓ ଅନ୍ୟ ଦୁଃସାଧ୍ୟ ରୋଗରୁ ସୁସ୍ଥ ହେଲେ ମହିଳା

ଭୁବନେଶ୍ୱର: କରୋନା ମୁକ୍ତ ହେଲେ, ଦୁଃସାଧ୍ୟ ବ୍ୟାଧିରୁ ବି ସୁସ୍ଥ ହୋଇ ଘରକୁ ଫେରିଲେ । ସମ୍ କୋଭିଡ ହସ୍ପିଟାଲର ଡାକ୍ତରମାନଙ୍କ ନିରବଚ୍ଛିନ୍ନ ସେବା ଓ ଆପ୍ରାଣ ଉଦ୍ୟମ ଫଳରେ ନୂଆ ଜୀବନ ପାଇଛନ୍ତି କରୋନା ତଥା ଏକ ବିରଳ ରୋଗର ଶିକାର ହୋଇଥିବା ଜଣେ ମହିଳା । ୪୦ ବର୍ଷିୟା ଏହି ମହିଳା ଜଣକ…

କୋଭିଡ ପରୀକ୍ଷା ନିମନ୍ତେ ସମ ରାଜ୍ୟର ପ୍ରଥମ ଘରୋଇ ମେଡିକାଲ କଲେଜ ଭାବେ ମନୋନୀତ

ଭୁବନେଶ୍ୱର: ଆଇଏମଏସ ଓ ସମ ହସ୍ପିଟାଲ ସହ ଯୋଡି ହୋଇଯାଇଛି ଆଉ ଏକ ବଡ ସଫଳତା । ଓଡ଼ିଶାରେ କୋଭିଡ  ପରୀକ୍ଷା ନିମନ୍ତେ ଇଣ୍ଡିଆନ୍ କାଉନସିଲ୍ ଫର୍ ମେଡିକାଲ ରିସର୍ଚ୍ଚ ସମ୍ କୁ ମନୋନୀତ କରିଛି। ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ୧୦୦୦ ଶଯ୍ୟା ବିଶିଷ୍ଟ ଏହି…