କରୋନାରେ ଆଖି ବୁିଜିଲେ ଆଉ ଜଣେ ସାମ୍ବାଦିକ
ରାଉରକେଲା: ଖବର ସଂଗ୍ରହ ପାଇଁ ଦିନ ରାତି ଫଟୋ ଓ ଭିଡିଓ ସଂଗ୍ରହ କରୁଥିବା ବ୍ୟକ୍ତି ଆଜି ନିଜେ ଫଟୋ ପାଲଟିଯାଇଛନ୍ତି । ରାଉରକେଲାର କନକ ନ୍ୟୁଜର କ୍ୟାମେରାମ୍ୟାନ ସୁମନ୍ତ ମହାନ୍ତି କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ୫୦ ବର୍ଷୀୟ ସୁମନ୍ତ ଗତ କିଛି ଦିନ…