Latest Odisha News

BREAKING NEWS

Browsing Tag

Suna besha

ରଥ ଉପରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ପୁରୀ: ପବିତ୍ର ଆଷାଢ଼ ଶୁକ୍ଳ ଏକାଦଶୀରେ ରଥ ଉପରେ ଶ୍ରୀଜୀଉମାନେ ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ବଡ଼ଦାଣ୍ଡରେ ଭକ୍ତଙ୍କ ଗହଳି ଜମି ଥିବା ବେଳେ ରଥରେ ଶ୍ରୀଜୀଉମାନଙ୍କ ବଡ଼ ତଡ଼ାଉ ବେଶ ଦେଖି କୃତ୍ୟ କୃତ୍ୟ ହେଉଛନ୍ତି ଭକ୍ତ । ଭଗବାନଙ୍କ ସହ ଭକ୍ତ ବି ଭାବରେ ବିଭୋର ହୋଇଛି ।…

ଏ ବର୍ଷ ବି କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ପୁରୀ: ମିଳିବନି ଦୁର୍ଲଭ ସୁନାବେଶ ଦର୍ଶନ । ଆସନ୍ତା ୮ ତାରିଖ କାର୍ତ୍ତିକ ପୂର୍ଣ୍ଣମୀରେ ହେବାକୁ ଥିବା ଶ୍ରୀଜୀଉଙ୍କ ଦୁର୍ଲଭ ଦର୍ଶନରୁ ଏଥର ବି ବଞ୍ଚିତ ହେବେ ଭକ୍ତ । ୨ ବର୍ଷ ଧରି କରୋନା କଟକଣା ପାଇଁ କାର୍ତ୍ତିକ ପୂର୍ଣ୍ଣମୀରେ ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନ କରି ପାରି ନଥିଲେ ଶ୍ରଦ୍ଧାଳୁ ।…

ସୁନାବେଶରେ ଝଟକିଲେ ତିନିଠାକୁର

ପୁରୀ: ଆଜି ମହାପ୍ରଭଙ୍କର ପବିତ୍ର ସୁନାବେଶ । ରଥାରୂଢ ଶ୍ରୀଜୀଉମାନଙ୍କ ଏହି ସୁନାବେଶ ବା ବଡ଼ ତଡ଼ାଉ ବେଶ ପ୍ରତିବର୍ଷ ଆଜିର ଦିବସରେ ଅନୁଷ୍ଠିତ ହେବାର ବିଧିରହିଛି । ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନୋଟି ରଥରେ ସୁନାବେଶରେ ସଜ୍ଜିତ ହୋଇଛନ୍ତି ବଡ଼ଠାକୁର ଶ୍ରୀବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ…

କେବେ ଓ କାହିଁକି ମହାପ୍ରଭୁ ସୁନାବେଶରେ ଦିଅନ୍ତି ଦର୍ଶନ !

ପୁରୀ: ପରମାତ୍ମା ସେ ପରମବ୍ରହ୍ମ ସେ, ସେ ଅନାଦି ସେ ଅନ୍ତ । ଶ୍ରୀଜଗନ୍ନାଥ ହିଁ ଆରମ୍ଭ ସେହି ଶେଷ । ସେ କୃପାମୟ ସେ ଲୀଳାମୟ ମହାପ୍ରଭୁ ଅନ୍ତର୍ଯ୍ୟାମୀ । ଜୀବର ପରମ ଗତିର ଅନ୍ତିମସ୍ଥଳୀ ସେହି ପରମାତ୍ମା ଦାରୁବ୍ରହ୍ମ ରୂପୀ ଶ୍ରୀଜଗନ୍ନାଥ । ଜୀବାତ୍ମାର ପରମ ଉଦ୍ଦେଶ୍ୟ ପରମାତ୍ମାରେ ଲୀନ ହେବା…

ରଥଯାତ୍ରା ଭଳି ଶୃଙ୍ଖଳିତ ହେଉ ବାହୁଡା ଯାତ୍ରା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରଥଯାତ୍ରା ସୁରୁଖୁରୁରେ ସରିଲା । ଆଗକୁ ବାହୁଡା ଯାତ୍ରା । ରଥଯାତ୍ରା ଭଳି ମହାପ୍ରଭୁଙ୍କ ବାହୁଡା ଯାତ୍ରା ମଧ୍ୟ ଶୃଙ୍ଖଳାର ସହ ସାରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଆଜି ଶ୍ରୀଜିଉଙ୍କ ବାହୁଡା ଯାତ୍ରା ନେଇ ଭିଡିଓ କନଫରେନ୍ସିଂରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ…

ଆଜି ଶ୍ରୀଜିଉଙ୍କ ସୁନାବେଶ: ଦର୍ଶନ ଲାଗି ପୁରୀରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ

ପୁରୀ: ଆଜି ହେଉଛି ମହାପ୍ରଭୁଙ୍କ ସୁନାବେଶ । ରଥ ଉପରେ ଶ୍ରୀଜିଉ ବିଜେ କରିବେ ସୁନା ବେଶରେ । ଭାଇ ଭଉଣୀଙ୍କ ସହ ମାଉସୀ ଘରେ ପିଠା ମିଠା ଖାଇ ମଉଜ ମଜଲିସ କରି ଘର ମୁହାଁ ହୋଇଛନ୍ତି ମହାପ୍ରଭୁ । ଏହି ଅବସରରେ ବଡ଼ଦାଣ୍ଡରେ ଶ୍ରଦ୍ଧାଳୁ୍ଙ୍କ ଭିଡ଼ ଜମିବାରେ ଲାଗିଛି । ମହାପ୍ରଭୁଙ୍କ ମାନବୀୟ…