ମାଁ ସୁନାଦେଇଙ୍କ ଛତର ଯାତ୍ରା ସମ୍ପନ୍ନ
ନୂଆପଡା: ପ୍ରାକୃତିକ ମନୋରମ ଦୃଶ୍ୟ ରେ ଭରପୁର ନୂଆପଡାର ସୁନାବେଡା ଅଭୟାରଣ୍ୟ । ସାଢ଼େ ୩ ହଜାର ବର୍ଗଫୁଟ ଉଚ୍ଚ ଏହି ଅଭୟାରଣ୍ୟରେ ପୂଜା ପାଆନ୍ତି ଚକୋଟିଆ ଭୁଞ୍ଜିଆଙ୍କ ଅଧିଷ୍ଠାତ୍ରୀ ଦେବୀ ମା ସୁନାଦେଈ । ପ୍ରତିବର୍ଷ ଖୁବ ଧୁମଧାମରେ ପାଳିତ ହୁଏ ପ୍ରସିଦ୍ଧ ସୁନା ଦେଈଙ୍କ ଛତର ଯାତ୍ରା ।…