Latest Odisha News

BREAKING NEWS

Browsing Tag

SUNABESHA

ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ । ମହଣ ମହଣ ସୁନାରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

 ପୁରୀ : ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ବାହୁଡା ଏକାଦଶୀରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଥାନ୍ତି । ଜନ୍ମବେଦୀରୁ ଫେରିବା ପରେ ସିଂହଦ୍ୱାରରେ ଏହି ବେଶ ଅନୁଷ୍ଠିତ ହୋଇଥାଏ । ବର୍ଷରେ ୫ ଥର ମହାପ୍ରଭୁଙ୍କ ସୁନାବେଶର ପରମ୍ପରା ରହିଥିବା ବେଳେ ରଥ ଉପରେ ଥରେ ଏହି ବେଶ…

[ଭିଡ଼ିଓ] ବିଜୟାଦଶମୀରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ: ବିଜୟା ଦଶମୀରେ ମହାପ୍ରଭୁଙ୍କ ସୁନାବେଶ ।  ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ । ମହାପ୍ରଭୁ ସୁନାବେଶ ବା ରାଜରାଜେଶ୍ୱର ବେଶରେ ସଜ୍ଜିତ ହୋଇଛନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ ନୂଆ ଲୁଗା,୩୨ ମୂର୍ତ୍ତି ସ୍ବର୍ଣ୍ଣ ଅଳଙ୍କାର ଲାଗି ପରେ…

ଆରମ୍ଭ ହେଲା ମହାପ୍ରଭୁଙ୍କ ସୁନାବେଶ; ରଥକୁ ଆସିଲା ମହଣ ମହଣ ସ୍ୱର୍ଣ୍ଣାଳଙ୍କାର

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବରେ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର । ରଥ ଉପରେ ମହଣ ମହଣ ସୁନା ପିନ୍ଧିବେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସମେତ ବଡ଼ଠାକୁର ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା । ପୁରୀ ଶ୍ରୀମନ୍ଦିରରେ ଥିବା ଏହି ସ୍ୱର୍ଣ୍ଣାଳଙ୍କାରଗୁଡ଼ିକୁ କଡ଼ା ସୁରକ୍ଷା ବ୍ୟବସ୍ଥା…