ସୁନ୍ଦରଗଡ଼ ଏଡିଏମଙ୍କ ଘରେ ଭିଜିଲାନ୍ସ ରେଡ୍, ୭ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ସୁନ୍ଦରଗଡ଼ ଏଡିଏମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଏକକାଳୀନ ୭ଟି ସ୍ଥାନରେ ରେଡ୍ ଚାଲିଛି ।
ସୁନ୍ଦରଗଡ଼, ଭୁବନେଶ୍ୱର ଓ ଜଗତସିଂହପୁର ଜିଲ୍ଲାର…